
ଭୁବନେଶ୍ୱର,୧/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଡଃ ମନମୋହନ ସିଂହଙ୍କ ପରଲୋକ ଯୋଗୁଁ ରାଷ୍ଟ୍ରୀୟ ଶୋକ ପାଳନ ତଥା ଚାଷୀ ମାନଙ୍କ ଅଦିନିଆ ବର୍ଷା ଜନିତ ଫସଲ ହାନୀ ପାଇଁ ମୁଖ୍ୟମନ୍ତ୍ରୀ Continue Reading