ଭୁବନେଶ୍ବର, ୧୬/୯ : ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର Continue Reading
ଭୁବନେଶ୍ୱର, ୧୫/୯ : ଖୋଲିଲା ସୁଭଦ୍ରା ଯୋଜନା ଅଭିଯୋଗ ପୋର୍ଟାଲ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ବାଦ୍ ପଡ଼ିଥିବା ହିତାଧିକାରୀ ପୋର୍ଟାଲରେ ଅଭିଯୋଗ କରି ଆଉ ଥରେ ସାମିଲ ପାଇଁ ଆବେଦନ କରିପାରିବେ।ପୋର୍ଟାଲ ମାଧ୍ୟମରେ ଅଭିଯୋଗ କଲେ ସଙ୍ଗେ ସଙ୍ଗେ ସମାଦାନ ହେବ ବୋଲି କୁହାଯାଉଛି। ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ହେବ ସୁଭଦ୍ରା ଯୋଜନାର ବର୍ଷ ପୂରଣ ହେବ। ବର୍ଷ ପୂର୍ତ୍ତି ଅବସରରେ ୩୪୮ ସୁଭଦ୍ରା CDPO ୟୁନିଟରେ ଧନ୍ୟବାଦ ମୋଦୀ Continue Reading
ଭୁବନେଶ୍ୱର,୧୪/୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଲଘୁଚାପ ଯୋଗୁ ୨ ଦିନ ଧରି ବର୍ଷା ହେଉଥିଲା, ତାହା ଧିରେ ଧିରେ କମିବ। ଲଘୁଚାପ ଏବେ ଉତ୍ତର ତେଲେଙ୍ଗାନା ଓ ବିଦର୍ଭରେ କେନ୍ଦ୍ରୀଭୂତ ହୋଇଛି। ତେଣୁ ବର୍ଷାର ପରିମାଣ ବି […]Continue Reading
ଭୁବନେଶ୍ୱର, ୧୪/୯ : ପୁଣି ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ Continue Reading
By Swagatika Mohapatra Bhubaneswar, Sep 14 : The Corporate-Recyclers Conclave 2025, organized by Manav Sansadhan Vikas Sansthan (MSVS), was inaugurated today in Bhubaneswar. The event brought together senior industry leaders, recycling experts, and representatives from leading academic institutions with a shared objective of promoting intelligent utilization of industrial Continue Reading
ନୂଆପଡ଼ା,୧୩/୯ : ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ଉପନିର୍ବାଚନ ପୂର୍ବରୁ ନିର୍ବାଚନମଣ୍ଡଳୀରେ ହେବ ସୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR)। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ରବିବାର ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ କରାଯିବ। ସେପ୍ଟେମ୍ବର ୧୫ରୁ ୨୯ ଦାବି ଓ ଆପତ୍ତି ଦାଖଲ କରିବା ଅବଧି ରହିଛି। ଅନ୍ୟପକ୍ଷେ ଅକ୍ଟୋବର ୭ ସୁଦ୍ଧା ଦାବି ଓ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର Continue Reading
By Tapaswini Sahoo Bhubaneswar, Sep13 : In a significant milestone for Odisha Real Estate Sector, most of the leading developers and stakeholdersof erstwhileCREDAI Bhubaneswar Foundation,an authorized apex body of central CREDAIoperating at Bhubaneswar, have now wilfullywithdrawn together, due to the discouraging attitude of the so called central CREDAI towards elimination Continue Reading
ଭୁବନେଶ୍ୱର, ୧୨/୯ : ଅର୍ଚ୍ଚନା ନାଗଙ୍କ ଘରେ ପଶିଲା ED । ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଛାନଭିନ୍ ଚଳାଇଛନ୍ତି। ପୂର୍ବରୁ ହନିଟ୍ରାପ ରାକେଟ ଚଳାଇବା ଅଭିଯୋଗରେ ଗିରଫ ହୋଇଥିଲେ । ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ବ୍ଲାକମେଲ କରି ଟଙ୍କା ଆଦାୟ କରୁଥିଲେ । ଗୁପ୍ତ ଭିଡିଓ ରଖି ବ୍ଲାକମେଲ୍ କରୁଥିଲେ ଅର୍ଚ୍ଚନା । ଜାନୁଆରୀ ୨୦୨୩ରେ ଘର ଆଟାଚ କରିଥିଲା ED ।ମିଳିଥିବା ସୂଚନା ଅନୁସାରେ, ୨୦୨୨ Continue Reading
ଭୁବନେଶ୍ୱର, ୧୨/୯ : ବିଜୁ ଜନତା ଦଳରେ ତୁଣ୍ଡ ଖୋଲିବା ମହାପାପ । ଏମିତିକି ଦଳକୁ ସୁସଙ୍ଗଠିତ କରିବାକୁ ପରାମର୍ଶ ଦେବା ମଧ୍ୟ ଭୁଲ । ବିଜେଡ଼ିରୁ ଦୂରେଇ ଯିବାକୁ ମନ୍ତବ୍ୟ ଦେଇଥିବା ପ୍ରଫୁଲ୍ଲ ମଲ୍ଲିକ ପାଇଁ ପରଦିନ ବୁମେରାଂ ସାବ୍ୟସ୍ତ ହୋଇଛି । ଦଳ ବିରୋଧୀ କାର୍ଯ୍ୟପାଇଁ ଉପସଭାପତି ପ୍ରତାପ ଜେନା ପ୍ରଫୁଲ୍ଲଙ୍କୁ ଶୁକ୍ରବାର ନିଲମ୍ବିତ କରିଛନ୍ତି ।ପ୍ରଫୁଲ୍ଲ ମଲ୍ଲିକ କାମାକ୍ଷାନଗରରୁ ଚାରି ଥର ବିଧାୟକ ହେବା ସହିତ ବିଜେଡ଼ି ସରକାରରେ ମନ୍ତ୍ରୀ ପଦ ମଧ୍ୟ Continue Reading
By Subrat Sarangi Bhubaneswar, Sep 12 : ArcelorMittal Nippon Steel India (AM/NS India) under its CSR flagship Project ‘Aarogya’ observed National Nutrition Month at its operational locations across Odisha as part of its commitment to the health and well-being of the community. This year’s theme, ‘Eat Right for a Better Life’, aligns with the United […]Continue Reading




