Home Posts tagged Bhubaneswar (Page 3)
Top Stories
By IGP Dr. Satyajit Nayak Bhubaneswar/Odisha, Nov 9 : Odisha Police has drawn up an extensive security roadmap to ensure peaceful, safe and crime-free observance of Kartik month, religious festivals and New Year celebrations across the seven districts under the Central Range. Addressing a press conference on Sunday, Inspector General of Police (IGP), Central Range, […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ୱର, ୭/୧୧ : ଚଳିତ ବର୍ଷ ମୁଖ୍ୟମନ୍ତ୍ରୀଙ୍କ ନିବାସରେ ପାଳନ ହେବନି ପବିତ୍ର ଦୀପାବଳି ଉତ୍ସବ । ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳ, ବିଶେଷକରି ଦକ୍ଷିଣ ଓଡ଼ିଶାରେ ଉପୁଜିଥିବା ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନିବାସରେ ଦୀପାବଳୀ ଉତ୍ସବ ପାଳିତ ହେବ ନାହିଁ।ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି, ଦୀପାବଳି ପାଳନ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି । ଏହି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୬/୧୧: ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ପିଜି ମେଡିକାଲ ଶିକ୍ଷାନୁଷ୍ଠାନଗୁଡ଼ିକରେ ସ୍ନାତକୋତ୍ତର (ପିଜି) ମେଡିକାଲ ଶିକ୍ଷା ହେବ ଆହୁରି ସମ୍ପ୍ରସାରିତ । କାରଣ ଜାତୀୟ ମେଡିକାଲ କମିଶନ (ଘଗଉ) ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଓ ପିଜି ଅନୁଷ୍ଠାନରେ ୧୪ଟି ବିଭାଗରେ ୩୧୮ଟି ପିଜି ସିଟ୍ ବୃଦ୍ଧି ପାଇଁ ଅନୁମତି ପ୍ରଦାନ କରିଛନ୍ତି । ଫଳରେ ରାଜ୍ୟରେ ମୋଟ ପିଜି ସିଟ୍ ସଂଖ୍ୟା ୬୨୦ରୁ ବୃଦ୍ଧି ପାଇ ୯୩୮ରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୫/୧୧: ବାତ୍ୟା ଅର୍ଣ୍ଣବ ଓ ତା ପରବର୍ତ୍ତୀ ବନ୍ୟା ଯୋଗୁ ରାଜ୍ୟରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିକୁ ଆକଳନ କରିବା ପାଇଁ ଓଡ଼ିଶା ଆସିଥିବା କେନ୍ଦ୍ରୀୟ ଟିମ୍ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଏ ସମ୍ପର୍କରେ ଆଲୋଚନା କରିଛନ୍ତି ।କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ରବିଶଙ୍କରଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତ କରି କ୍ଷୟକ୍ଷତିର ଆକଳନ କରିଛନ୍ତି Continue Reading
Odisha News
ଭୁବନେଶ୍ୱର, ୫/୧୧ : ରାଜ୍ୟର ଉଚ୍ଚଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।ଓଡ଼ିଆ ବିଶ୍ୱବିଦ୍ୟାଳୟ, ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଵିକ୍ରମ ଦେବ ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ଧରଣୀଧର ବିଶ୍ୱବିଦ୍ୟାଳୟ, ଏମ୍.ଏସ୍. ଲ’ ବିଶ୍ୱବିଦ୍ୟାଳୟ ଏବଂ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଭଳି ୭ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୫/୧୧ : ଓଇଝ ସ୍ତରରେ ଅଦଳବଦଳ । ଓଡ଼ିଶା ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ । ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ମିଳିଛି ନୂଆ ଦାୟିତ୍ୱ । ରୂପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି ।ସେହିପରି ଗିରିଶ ଏସ୍.ଏନ୍.ଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଦାୟିତ୍ୱ ଦିଆଯାଇଛି । ଅଶ୍ୱତୀ ଏସ୍.ଙ୍କୁ ସିଟି ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସହ ଅର୍ଥ Continue Reading
Business News Top Stories
Key approvals and strategic partnerships in place; project targets commissioning by 2030-31 By Sukant Mohanty Anugola /Bhubaneswar, Nov. 4: National Aluminium Company Limited (NALCO), a Navratna Central Public Sector Enterprise under the Ministry of Mines, Government of India, is making steady progress on its proposed brownfield aluminium smelter expansion project at Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୪/୧୧ : ରାଜଧାନୀରେ ଚାଞ୍ଚଲ୍ୟ। ଘର ଭିତରୁ ମିଳିଲା ୭୬ ବର୍ଷୀୟା ବୃଦ୍ଧାଙ୍କ ରକ୍ତାକ୍ତ ମୃତଦେହ। ହତ୍ୟା ପରେ ଘରୁ ସୁନାଗହଣା, ଟଙ୍କା ଓ ସ୍କୁଟି ଲୁଟ୍ ହୋଇଥିବା ଅଭିଯୋଗ। ଘଟଣା ପରଠାରୁ ଘରେ ରହୁଥିବା କେୟାରଟେକର ଫେରାର ଥିବାରୁ ତାଙ୍କ ଉପରେ ପୋଲିସର ସନ୍ଦେହ ଘନୀଭୂତ ହୋଇଛି।ଭୁବନେଶ୍ୱରର ବୁଦ୍ଧନଗର ଅଞ୍ଚଳରେ ଘଟିଛି ଏହି ଚାଞ୍ଚଲ୍ୟକର ଘଟଣା। ମୃତ ବୃଦ୍ଧା ହେଉଛନ୍ତି କୁଞ୍ଜଲତା ନନ୍ଦ। ତାଙ୍କ ମୁଣ୍ଡର ପଛପଟେ ଗଭୀର Continue Reading
Top Stories
By Tapaswini Sahoo New Delhi/Bhubaneswar,  Nov 3 : Odisha has attracted prospective investment proposals worth approximately ₹1,17,557 crore through 18 Memoranda of Understanding (MoUs), representing a tentative capacity addition of around 11,742 MW across renewable energy and emerging clean-energy sectors at the Bharat Renewable Energy Summit & Expo 2026, held at Continue Reading