Home Posts tagged Bhubaneswar (Page 30)
Odisha News
ଭୁବନେଶ୍ୱର,୪/୭: ପବିତ୍ର ରଥଯାତ୍ରା ଅବସରରେ ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ପୁରୀ ଜଗନ୍ନାଥ ଧାମ ମହାନଗର ନିଗମ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଏବଂ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏପରିକି ପୁରୀ ସହରକୁ ନୂଆ ଢାଞ୍ଚାରେ ଗଡ଼ିବାର ଆବଶ୍ୟକତା ରହିଛି। ୨୦୩୬ ସୁଦ୍ଧା Continue Reading
Odisha News
ଭୁବନେଶ୍ୱର, ୪/୭: ବର୍ଷାରେ ଭିଜିବ ବାହୁଡା ଯାତ୍ରା । ଆଗାମୀ ତିନି ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ବର୍ଷା ୭ ତାରିଖ ଯାଏଁ ଲାଗି ରହିବ ।ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ଝିପି ଝିପି ବର୍ଷା ଲାଗି ରହିଛି । ୭ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରକୋପ ଧୀରେ ଧୀରେ କମିପରେ । ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ବର୍ଷା ଜାରି ରହିଥିବା ବେଳେ ଆହୁରି […]Continue Reading
Odisha News
ଭୁବନେଶ୍ୱର,୩/୭: ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ପୋଲିସ ଗିରଫ କରିଛି। ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଗିରଫ ପରେ ପ୍ରଧାନଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା।ଘଟଣା ଅନୁଯାୟୀ, ଗତ ୩୦ Continue Reading
Odisha News
ଭୁବନେଶ୍ୱର,୩/୭ : ରାଜ୍ୟରେ ଓଏସ ଏବଂ ଓଆରଏସ ଅଫିସରଙ୍କ ଧର୍ମଘଟକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ। ଗଣମାଧ୍ୟମ ସାମନାରେ ମନ୍ତ୍ରୀ କହିଛନ୍ତି ସବୁ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ପାଖରେ ପ୍ଲାନ ୧,୨, ୩ ଥାଏ । ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ବେଳେ କେଉଁ ଅଧିକାରୀ ସାମ୍ନାକୁ ଆସିଥିଲେ। ମୁଁ ନିଜେ ସାମ୍ନାକୁ ଆସିଥିଲି, ଆମ ଉପରେ ଭରସା ରଖନ୍ତୁ। ଯେଉଁ ଅଫିସର ଧର୍ମଘଟରେ ଅଛନ୍ତି, ତାଙ୍କ କଷ୍ଟ ଓ ଭାବନା ସହ ସରକାର ଅଛନ୍ତି।ମନ୍ତ୍ରୀ […]Continue Reading
Odisha News
ଭୁବନେଶ୍ୱର, ୨/୭: ରାଜ୍ୟ ଓଏଏସ୍ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ି ମାରିବା ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିବା ଦାବି ଜୋର୍ ଧରିଛି । ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ କହିଛି ସଂଘ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ବୈଠକରେ ପାରିତ ହୋଇଛି ।ସେହିପରି ବୈଠକରେ ଆକ୍ରମଣ ଘଟଣାକୁ ବାଦ ଦେଇ ଅନ୍ୟାନ୍ୟ ଦାବି Continue Reading
Odisha News
ଭୁବନେଶ୍ୱର, ୨/୭ : କାର୍ଯ୍ୟରତ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣା ଏବେ ରାଜ୍ୟ ସରକାରଙ୍କୁ ହରଡ଼ଘଣାରେ ପକାଇ ଦେଇଛି । ରାଜ୍ୟର ସମସ୍ତ ଓଏଏସ୍ କର୍ମଚାରୀ ବର୍ତ୍ତମାନ ସମୂହ ଛୁଟିରେ ଯାଇ ଆନ୍ଦୋଳନ କରିଛନ୍ତି । ଫଳରେ ସରକାରୀ କାମ ଯେମିତି ଠପ୍ ହୋଇଯାଇଛି । ଗୋଟିଏ ପଟେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବାବେଳେ ଆଉ ଗୋଟିଏ ପଟେ ବର୍ଷା ଓ ବନ୍ୟାର ସମୟ । ତେଣୁ ଏପରି […]Continue Reading
Odisha News
ଭୁବନେଶ୍ୱର,୨/୭: BMC ହିଂସା ଘଟଣାରେ ମୁହଁ ଖୋଲିଲେ ମେୟର ସୁଲୋଚନା ଦାସ। ସେ କହିଛନ୍ତି,ଏଘଟଣାରେ ସ୍ପଷ୍ଟ ହୋଇ ସାରିଛି ମାଷ୍ଟର ମାଇଣ୍ଡ କିଏ।ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିଲେ କେହି ଆଇନକୁ ହାତକୁ ନେବେ ନାହିଁ।ଆମେ ଅନୁରୋଧ କରି ସଫେଇ କର୍ମଚାରୀଙ୍କୁ କାମରେ ଲଗାଇଛୁ।କିନ୍ତୁ OAS ସଂଘ ନିଷ୍ପତ୍ତି ଅନୁସାରେ ସମସ୍ତେ ଛୁଟିରେ ଅଛନ୍ତି।BMCରେ ମଧ୍ୟ ସମସ୍ତେ ଛୁଟିରେ ରହିଛନ୍ତି।ମୟର ଭାବେ ମୁଁ ସମର୍ଥନ କରୁଛି ଓ ସେମାନଙ୍କ ସହ ରହିଛି।ମୁଖ୍ୟ ଅଭିଯୁକ୍ତ ନ ଧରା Continue Reading
Odisha News
ଭୁବନେଶ୍ୱର,୨/୭ : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।ବୁଧବାର ୩ ଜିଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଥିବାବେଳେ ୧୪ ଜିଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ସୁନ୍ଦରଗଡ଼ ଓ Continue Reading
Odisha News
ଭୁବନେଶ୍ୱର , ୧/୭ : ସୋମବାର ଭୁବନେଶ୍ୱର ମହାନଗର ନିଗମ (ଈଗଉ)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆକ୍ରମଣ ଘଟଣାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଙ୍ଗଳବାର କର୍ପୋରେଟର ଅପରୂପ ନାରାୟଣ ରାଉତଙ୍କ ସମେତ ଦଳର ୫ ଜଣ ନେତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରିଛନ୍ତି।କର୍ପୋରେଟର ଶ୍ରୀ ରାଉତଙ୍କ ବ୍ୟତୀତ ନିଲମ୍ବିତ ହୋଇଥିବା ଅନ୍ୟ ନେତାମାନେ ହେଉଛନ୍ତି ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ Continue Reading
Odisha News
ଭୁବନେଶ୍ୱର, ୧/୭ : ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ଓଏଏସ୍ ସଂଘ । ଓଏଏସ୍ ସଂଘର ସଦସ୍ୟମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ପୋଲିସ ଡିଜି ୱାଇ.ବି ଖୁରାନିଆ ଆଲୋଚନା କରିଥିଲେ ।ଯଦି ଏହି ଆକ୍ରମଣ କରିଥିବା ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନ ନିଆଯିବ ତେବେ ଓଏଏସ୍ ସଂଘ ସାମୂହିକ ଛୁଟି ପାଇଁ ନିଷ୍ପତ୍ତି ନେଇଥିଲା । କିନ୍ତୁ […]Continue Reading