Home Posts tagged Bhubaneswar (Page 31)
Odisha News
ଭୁବନେଶ୍ୱର, ୩୦/୬ : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସୂଚନା ମିଳିଛି । ପ୍ରବଳ ବର୍ଷା ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୁଳ Continue Reading
Odisha News
ଭୁବନେଶ୍ୱର, ୩୦/୬ : ଧାନ କିଣାକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ଧାନ କିଣା ଅବଧି ସରିଥିଲେ ବି ସମସ୍ତ ଟୋକନ୍‌ରୁ ଧାନ କିଣିବେ ସରକାର । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଧାନ ବିକିବାକୁ ଥିବା ଚାଷୀଙ୍କୁ ଆଜି ଆଖି ସ୍କାନ୍ କରିବାକୁ ପଡ଼ିବ । ଫଳରେ ପରବର୍ତ୍ତୀ ସମୟରେ ସରକାର ଧାନ କିଣିବେ ।ସରକାର ୧୯ ଲକ୍ଷ ମେଟ୍ରିକ୍ […]Continue Reading
Top Stories
By Our Correspondent Bhubaneswar,Jun  30 :TechnoSport, in partnership with its largest Odisha distributor Anand Sports, successfully hosted the landmark “Techno Samavesh 2025”trade show at Mayfair Lagoon, Bhubaneswar. The event witnessed an enthusiastic turnout of over 600 retailers from across the region, marking a significant milestone in TechnoSport’s ongoing Continue Reading
Odisha News
ଭୁବନେଶ୍ୱର, ୩୦/୬: ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବଡ଼ ବନ୍ୟା ଆଶଙ୍କା କରାଯାଉଛି । ଏନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି ।ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ଯେ, \” ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକାରେ ଜଳସ୍ତର ବଢିଛି । ଫଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ରାଜଘାଟ ନିକଟରେ ସୁରର୍ଣ୍ଣରେଖା ବିପଦ ସଙ୍କେତ ଉପରେ Continue Reading
Odisha News
ଭୁବନେଶ୍ୱର, ୩୦/୬: ଯିଏ ଦୁର୍ନୀତି କରିବ ସିଏ ଜେଲ ଯିବ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ନିର୍ଦ୍ଦେଶକୁ ଅକ୍ଷରେ ଅକ୍ଷରେ ପାଳନ କରାଯାଉଛି ।ଏହି କ୍ରମରେ ଆଜି ପୁଣି ଜଣେ ସରକାରୀ ବଡ଼ ମାଛ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ଏବଂ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍ । ସେ ରାୟଗଡ଼ା ଜଳଛାୟା ବିଭାଗର ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ମଧ୍ୟ ଅଟନ୍ତି […]Continue Reading
Odisha News
ଭୁବନେଶ୍ବର, ୨୯/୬ : ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଶାଶ୍ବତ ମିଶ୍ରଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଶ୍ରୀ ମିଶ୍ରଙ୍କୁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି।ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ସହ ଇଡ୍‌କୋର ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି।ରାଜ୍ୟ ସରକାର ଆଜି କିଛି ଅଧିକାରୀଙ୍କୁ ବଦଳି କରିଛନ୍ତି। ଏହି କ୍ର‌ମରେ Continue Reading
Odisha News
ଭୁବନେଶ୍ୱର, ୨୯/୬ : ଆଜିଠୁ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ।ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଆଡ଼କୁ ଏହା ଗତି କରିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦେଇଛି। ଏପରିକି ଆଜି ମଧ୍ୟ Continue Reading
Odisha News
ଭୁବନେଶ୍ୱର,୨୭/୬ : ପବିତ୍ର ରଥଯାତ୍ରାରେ ଭିଜିବ ସାରା ଓଡିଶା। ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି।ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି Continue Reading
Odisha News
ଭୁବନେଶ୍ୱର, ୨୬/୬ : ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିାଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । ଏହି ଦୁଇଟି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୮,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଲୋକସେବା ଭବନଠାରେ ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍ଟିିଭ୍ ଜେଟି ନିର୍ମାଣ ପାଇଁ ଜେ.ଏସ୍.ଡବ୍ଲୁ Continue Reading
Odisha News
ଭୁବନେଶ୍ବର, ୨୬/୬ : ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଅଭିଯାନ ଅନ୍ତର୍ଗତ ଏକ ପଦଯାତ୍ରା ଗୁରୁବାର ଜୁନ୍ ୨୬ରେ ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ନିରୋଧୀ ଦିବସ ଅବସରରେ ଅନୁଷ୍ଠିତ ହୋଇଥିଲା। ପଦଯାତ୍ରାରେ ଅଧିକ ସଂଖ୍ୟକ ଯୁବ ପିଢ଼ି ସାମିଲ ହୋଇଥିଲେ । ଏହି ଦିବସରର ଶୀର୍ଷକ ଥିଲା, ଆମେ ସଂକଳ୍ପ ନେବା ନିଶା ନୁହେଁ ଜୀବନ ବାଛିବା।ଅବକାରୀ ବିଭାଗ ପକ୍ଷରୁ ଏହି ନିଶାମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଆମେ ସଂକଳ୍ପ ନେବା ନିଶା ନୁହେଁ Continue Reading