Home Posts tagged Bhubaneswar (Page 31)
Top Stories
By Sukant Mohanty Bhubaneswar, Nov. 24: Nearly 50,000 Anganwadi workers and helpers from across Odisha staged a massive protest at Lower PMG Square in Bhubaneswar on Monday, pressing for an 11-point charter of demands, including higher salaries, monthly pensions, and recognition as government employees. The protesters called for the immediate implementation of revised Continue Reading
Odisha News
ଭୁବନେଶ୍ୱର, ୨୪/୧୧ : ସୋମବାର ଘନ କୁହୁଡ଼ି ବଳୟରେ ଆଚ୍ଛାଦିତ ହେଲା କୋଣାର୍କ ସୂର୍ଯ୍ୟମନ୍ଦିର। ବିଶ୍ଵ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର କୁହୁଡ଼ି ବଳୟରେ ଅଦୃଶ୍ୟ ହୋଇଥିବା ପ୍ରତୀୟମାନ ହେଲା। ଯାହା ଫଳରେ ଦୂର ଦୂରାନ୍ତରୁ ଆସିଥିବା ପର୍ଯ୍ୟଟକମାନେ ସୂକ୍ଷ୍ମ କାରୁକାର୍ଯ୍ୟ ଦେଖିବାରୁ ବଞ୍ଚିତ ହୋଇଥିଲେ।କିନ୍ତୁ ସ୍ୱଳ୍ପ ସଂଖ୍ୟକ ଆସି କୁହୁଡ଼ିର ମଜା ନେଉଥିବା ଦେଖିବାକୁ ମିଳିଥିଲା । ଘନ କୁହୁଡି ବଳୟ ମଧ୍ୟରେ ପର୍ଯ୍ୟଟକମାନେ ସେଲ୍ଫି ନେଇ ମଜା Continue Reading
Odisha News
ଭୁବନେଶ୍ୱର, ୨୩/୧୧ : ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତି ମଲ୍ଲକା ଉପସାଗର ମଧ୍ୟଭାଗ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି ।ଏହି ଲଘୁଚାପ ଆସନ୍ତା ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ-ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ , ତାହା ୨୭ ତାରିଖରେ ହିଁ ସ୍ପଷ୍ଟ ହେବ ।ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ […]Continue Reading
Odisha News
ଭୁବନେଶ୍ୱର, ୨୧/୧୧ : ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ।ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ ମିଳିଛି।ସେହିପରି ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ ଆୟୋଗ। ଏଥିରେ ଜଣେ ଅଧ୍ୟକ୍ଷ, ୨ ଜଣ ସଦସ୍ୟ ରହିବେ।Continue Reading
Odisha News
ଭୁବନେଶ୍ୱର, ୨୧/୧୧ : ବିହାର ନିର୍ବାଚନରେ ବିଜେପିର ମଙ୍ଗ ଧରିଥିବା ବିଜୟୀ କରାଇଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଦଳର ବହୁ ବରିଷ୍ଠ ନେତା, ମନ୍ତ୍ରୀ ଓ ବିଧାୟକ ଏବଂ ଶହ ଶହ କର୍ମକର୍ତ୍ତା ଧର୍ମେନ୍ଦ୍ରଙ୍କୁ ସ୍ୱାଗତ କରିଛନ୍ତି । ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୂରଜ, ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ ।ବିହାର ନିର୍ବାଚନ ପରେ Continue Reading
Odisha News
ଭୁବନେଶ୍ୱର, ୨୧/୧୧ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଗୁରୁବାର ସନ୍ଧ୍ୟା ସୁଦ୍ଧା ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍ ଅଫ୍ ମଲାକ୍କା (ଇଣ୍ଡୋନେସିଆ ଦେଇ ଆଣ୍ଡାମାନ ସାଗରକୁ ସଂଯୋଗ କରୁଥିବା ଜଳପଥ)ର ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ନଭେମ୍ବର ୨୨ରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି।ତେବେ ଏହାକୁ ନେଇ ବାତ୍ୟା ଆଶଙ୍କା ପ୍ରକାଶ ପାଇଥିଲେ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ Continue Reading
Odisha News
ଭୁବନେଶ୍ୱର, ୨୦/୧୧: ସ୍କୁଲ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ନ ମିଳିବା ଘଟଣାରେ ତତ୍ପରତା ପ୍ରକାଶ କରିଛି ଗଣଶିକ୍ଷା ବିଭାଗ। ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଏନ.ତିରୁମାଲା ନାୟକ। ଯେତେ ଶୀଘ୍ର ସମ୍ଭବ ୟୁନିଫର୍ମ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି ବିଭାଗ।ଗତ ଜୁନ୍ ମାସରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ ଡିଇଓ ମାନଙ୍କୁ ଚିଠି ହୋଇଥିଲା। ଜୁଲାଇ ୧୫ Continue Reading
Odisha News
ଭୁବନେଶ୍ୱର, ୧୯/ ୧୧: ଲୋକସେବା ଭବନରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ ବା ପ୍ରାଇଡ୍ ପକ୍ଷରୁ ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ସାକ୍ଷାତ କରିଛନ୍ତି ।ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ Continue Reading