Home Posts tagged Bhubaneswar (Page 32)
Odisha News
ଭୁବନେଶ୍ୱର, ୨୬/୬ : ରାଜ୍ୟରେ ଆଜିଠୁ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ୨୮ ତାରିଖ ଯାଏଁ ଲାଗି ରହିବ ବର୍ଷା। ତେବେ ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଏହି ଜିଲ୍ଲା ଗୁଡ଼ିକରେ ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ସେହିଭଳି ରଥଯାତ୍ରାରେ ପ୍ରବଳ ବର୍ଷା। ପ୍ରବଳ ବର୍ଷା ପ୍ରଭାବରେ ଭିଜିବ ଶ୍ରୀକ୍ଷେତ୍ର। Continue Reading
Odisha News
ଭୁବନେଶ୍ବର, ୨୫/୬ : ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ -ରେଜିଷ୍ଟେସନ ଆପ୍‌ର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଣିକି ଗୋଟିଏ ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା ଆପ୍ ଦ୍ଵାରା କୌଣସି ସେବା କେନ୍ଦ୍ରକୁ ନ ଯାଇ ଘରେ ବସି ବିଭିନ୍ନ ସମସ୍ୟାର ସମାଧାନ କରିହେବ ବୋଲି ଜଣାଯାଇଛି। ଛୋଟ ଛୋଟ କାମ ପାଇଁ ରାଜସ୍ୱ ବିଭାଗ କିମ୍ବା କାର୍ଯ୍ୟାଳୟକୁ […]Continue Reading
Odisha News
ଭୁବନେଶ୍ୱର, ୨୫/୬ : ଆଜିଠୁ ରାଜ୍ୟର ବଢିବ ବର୍ଷାର ପରିମାଣ। ଏପରିକି ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି। ତେବେ ଆଜିଠାରୁ ୨୮ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ଉତ୍ତର ଓଡ଼ିଶା ଦେଇ ଏକ ଟ୍ରଫ ଲାଇନ ରହିଛି।ସେହିପରି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ […]Continue Reading
Odisha News
ଭୁବନେଶ୍ୱର,୨୪/୬: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ଆଉ ୯ଟି ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ (ଗଈଈଝ) କଲେଜ ପ୍ରତିଷ୍ଠା ହେବ। ସେହିପରି ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର ଏବଂ ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ହେବା ସହ ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ ନିର୍ମାଣ କରାଯିବ ବୋଲି ମନ୍ତ୍ରୀ ସୂଚନା Continue Reading
Odisha News
ଭୁବନେଶ୍ୱର, ୨୪/୬ : ମଧ୍ୟ ପ୍ରାଚ୍ୟରେ ଘମାଘୋଟ ଯୁଦ୍ଧ ପରିସ୍ଥିତି ଉପୁଜିଥିବାରୁ ଭୁବନେଶ୍ୱର ବିମାନ ବନ୍ଦରରେ ଆନ୍ତର୍ଜାତୀୟ ବିମାନ ସେବା ପ୍ରଭାବିତ ହୋଇଛି। ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ କରିଛି ଇଣ୍ଡିଗୋ। ଭୁବନେଶ୍ବରରୁ ଆବୁଧାବି ଯାଉଥିବା ୬ଇ ୧୪୪୨ଓ ଆବୁଧାବିରୁ ଭୁବନେଶ୍ୱର ୬ଇ ୧୪୪୧ବିମାନ ଉଡାଣ ବାତିଲ ହୋଇଛି। ଯୁଦ୍ଧ ଯୋଗୁ ଏୟାର ସ୍ପେସ କଟକଣା ଦେଖାଦେଇଛି।ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ Continue Reading
Odisha News
ଭୁବନେଶ୍ୱର, ୨୩/୬ : ଗୋପାଳପୁର ବେଳାଭୂମିରେ ଯୁବତୀଙ୍କ ସହିତ ଗଣଦୁଷ୍କର୍ମ ଘଟଣା ପରେ ବର୍ତ୍ତମାନ ରାଜ୍ୟ ସରକାରଙ୍କୁ ଲଭର୍ସ ପଏଣ୍ଟକୁ ଚିନ୍ତା ବଢ଼ିଯାଇଛି । ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ପାଇଁ ଦୁଇ ଦୁଇ ଥର ବୈଠକ ବସି ସାରିଲାଣି ବୋଲି ପର୍ଯ୍ୟଟନ ତଥା ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।ଗୋପାଳପୁର ମାମଲାରେ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ପ୍ରଥମ ଥର Continue Reading
Top Stories
By Subrat Sarangi Bhubaneswar,June 23: ArcelorMittal Nippon Steel India (AM/NS India) observed International Yoga Day across its Odisha operations, aligning with United Nations theme for this year – “Yoga for One Earth, One Health”. The initiative aimed to promote a healthy lifestyle and foster harmony between mind, body, and soul among employees, associates, and Continue Reading
Odisha News
ଭୁବନେଶ୍ୱର, ୨୩/୬: ରାଜ୍ୟରେ ଅଣାୟତ୍ତ ଥିବା ଡାଇରିଆ ସ୍ଥିତିରେ ସୁଧାର ଆସିଛି । ଡାଇରିଆରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ରାଜ୍ୟର ଡାଇରିଆ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ସମୀକ୍ଷା କରିଥିଲେ ।ତା ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ” ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି ସରକାର । ଡାଇରିଆ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ ସଚେତନ Continue Reading
Odisha News
ଭୁବନେଶ୍ୱର,୨୩/୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ ବାକି ୯୫ ପ୍ରତିଶତ ଲୋକ ଏସବୁ ସରକାରୀ ଯୋଜନା ସମ୍ପର୍କରେ ଜାଣିନାହାନ୍ତି। ଜିଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ବି ମୁଁ ଦେଖିଛି ଅଫିସର ଏହା ଜାଣିନାହାନ୍ତି। ଏପରିକି Continue Reading
Odisha News
ଭୁବନେଶ୍ୱର,୨୨/୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଥିବା ରବିବାର ଡାକ୍ତର ରମାକାନ୍ତ ପଣ୍ଡା ସୂଚନା ଦେଇଛନ୍ତି।ସେ କହିଛନ୍ତି, ନବୀନଙ୍କ ସର୍ଭାଇକାଲ ଆର୍ଥାରାଇଟ୍ସର ସଫଳ ଅସ୍ତ୍ରୋପଚାର ହୋଇଛି। ନବୀନ ଏବେ ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅଛନ୍ତି। ତାଙ୍କୁ ଦୁଇ ଦିନ ପାଇଁ ଅବଜରଭେସନରେ Continue Reading