ଭୁବନେଶ୍ୱର, ୧୬/୬ : ଜୁନ୍ ୧୮ ନୁହେଁ,୨୦ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ୍ ଖୋଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି। ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ । ପ୍ରବଳ ଖରାକୁ ଦେଖି ରାଜ୍ୟରେ ସ୍କୁଲ ବନ୍ଦ ରହିଛି। ରାଜ୍ୟରେ ଖରାଛୁଟି ବଢିବ କି ନାହିଁ ସେ ସମ୍ପର୍କରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ନିଜର ପ୍ରତିକ୍ରିୟାରେ ଏହି […]Continue Reading




