Home Posts tagged Bhubaneswar (Page 36)
Odisha News
ଭୁବନେଶ୍ବର,୨୯/୫: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଫାସରେ ପଡ଼ିଛନ୍ତି। ଭୁବନେଶ୍ବରସ୍ଥିତ କାର୍ଯ୍ୟାଳୟରେ କାର୍ଯ୍ୟରତ ‘ଇଡି’ର ଉପନିର୍ଦ୍ଦେଶକ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅଧିକାରୀ ହେଲେ ଚିନ୍ତନ ରଘୁବଂଶୀ।ସୂଚନା ଅନୁସାରେ ଖଣିଜନିତ ଏକ ମାମଲାର ରଫାଦଫା କରିବା ପାଇଁ ୨୦୧୩ର ଭାରତୀୟ ରାଜସ୍ବ ସେବା (ଆଇଆରଏସ୍‌) ଅଧିକାରୀ ତଥା ଇଡିର ଉପନିର୍ଦ୍ଦେଶକ Continue Reading
Odisha News
ଭୁବନେଶ୍ୱର, ୨୯/୫ : ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ […]Continue Reading
Odisha News
ଭୁବନେଶ୍ୱର, ୨୯/୫ : ଲକ୍ଷପତି ଦିଦି ଯୋଜନା କେବଳ ରୋଜଗାରର ପାଇଁ ନୁହେଁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳାମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ କହିଛନ୍ତି ।ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ମିଶନ ଶକ୍ତି ବିଭାଗ ପକ୍ଷରୁ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ ଆୟୋଜିତ ହୋଇଛି । Continue Reading
Odisha News
ଭୁବନେଶ୍ୱର,୨୯/୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାରେ ପାଣିପାଗକୁ ପ୍ରଭାବିତ କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି।ପାରାଦୀପରୁ ୧୨୦କିମି ଦୂରରେ ଅଛି ଅବପାତ। ଘନୀଭୂତ ହେଇ ଗଭୀର ଅବପାତରେ ପରିଣତ ହେବ। ଏନେଇ ୪ ଜିଲାକୁ ଅରେଞ୍ଜ ଓ ୨୬ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୩ ଦିନ, ଅର୍ଥାତ ମେ ୩୧ Continue Reading
Odisha News
ଭୁବନେଶ୍ୱର, ୨୮/୫ : ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ଛୁଇଁଲା । ଦୀର୍ଘ ୧୬ ବର୍ଷ ପରେ ମେ ମାସରେ ଓଡ଼ିଶା ଆସିଲା ମୌସୁମୀ । ୨୦୦୯ ମସିହାରେ ଶେଷ ଥର ପାଇଁ ମେ ୨୫ ତାରିଖରେ ଓଡ଼ିଶା ଆସିଥିଲା ମୌସୁମୀ । ଆଉ ଚଳିତ ବର୍ଷ ମଧ୍ୟ ୧୬ ବର୍ଷ ପରେ ମେ ୨୮ ତାରିଖ […]Continue Reading
Odisha News
ଭୁବନେଶ୍ୱର,୨୮/୫ : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ବିଜୁଳି ଘଡ଼ଘଡ଼ି Continue Reading
Odisha News
ଭୁବନେଶ୍ୱର,୨୭/୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ Continue Reading
Odisha News
ଭୁବନେଶ୍ୱର, ୨୭/୫ : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।ଲଘୁଚାପ କ୍ଷେତ୍ର ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ରାଜ୍ୟର ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ଭଦ୍ରକ, […]Continue Reading
Odisha News
ଭୁବନେଶ୍ୱର, ୨୬/୫ : ୨୭ ତାରିଖକୁ ଆସୁଛି ଲଘୁଚାପ । ଲଘୁଚାପ ସୃଷ୍ଟି ହେବାର ୨ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ସାତ ଦିନ ପର‌୍ୟ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ […]Continue Reading
Odisha News
ଭୁବନେଶ୍ୱର,୨୬/୫: ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ Continue Reading