Home Posts tagged Bhubaneswar (Page 4)
Top Stories
By Swagatika Mohapatra Bhubaneswar,Nov.2: A team of doctors at the Kalinga Institute of Medical Sciences (KIMS), Bhubaneswar, has successfully removed a metallic nail lodged in the airway of a 10-year-old girl from Koraput, Odisha, demonstrating the hospital’s advanced treatment capabilities. The child had accidentally inhaled the nail, which was part of a nail art Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧/୧୧ : ଦକ୍ଷିଣ ଓଡ଼ିଶାରେ ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ନେଇଛି। ଏହି ଜଳପ୍ରଳୟ ଯოଗୁଁ ବହୁ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ରାଜ୍ୟ ସରକାର ବନ୍ୟା ବିପନ୍ନଙ୍କ ପାଇଁ ଏକ ବୃହତ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଭାବିତ ପ୍ରତ୍ୟେକ ପରିବାରକୁ ୫୦ କେଜି ଚାଉଳ ସହ ୨୫୦୦ ଟଙ୍କା ଆର୍ଥିକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୧/୧୧: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍‌ପି ପର୍ଯ୍ୟନ୍ତ ଅନେକଙ୍କୁ ନୂଆ ଦାୟିତ୍ୱ ମିଳିଛି। ଜେଲ୍ ବିଭାଗର ଡିଜି ସୁଶାନ୍ତ ନାଥଙ୍କୁ ଗୃହ ବିଭାଗର ଓଏସ୍‌ଡି ଭାବେ ବଦଳି କରାଯାଇଛି। ଅନ୍ୟପଟେ ରାଜ୍ୟ ଫରେନସିକ୍ ସାଇନ୍ସ ଲାବୋରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)ର ନିର୍ଦ୍ଦେଶକ ସନ୍ତୋଷ ବାଳାଙ୍କୁ ଜେଲ୍ ବିଭାଗ ଡିଜି Continue Reading
Top Stories
By Swagatika Mohapatra Bhubaneswar, Nov. 1: Former Chief Justice of India, Justice Uday Umesh Lalit, visited the KIIT and KISS campuses on Saturday and exhorted the law students to dedicate themselves to the profession with determination and devotion. “One should have a strong sense of purpose in shaping one’s life”, he underlined, delving into various […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୩୧/୧୦: ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଶନିବାର ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ଗାଇଡଲାଇନରେ ସବୁଜ ବାଣ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି।ଦୀପାବଳିକୁ ଆନନ୍ଦ ଏବଂ ଉତ୍ସାହର ସହ ପାଳନ କରିବା ସହ ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି। ଏପରିକି ଶବ୍ଦ ପ୍ରଦୂଷଣ ରୋକିବା ସହ ଲୋକଙ୍କ ସୁରକ୍ଷାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ସା ୭ଟାରୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ବର, ୩୦/୧୦: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଏବେ ଦକ୍ଷିଣ ଓଡ଼ିଶାରେ ବନ୍ୟା ବିଭୀଷିକା। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବନ୍ୟା ପରିସ୍ଥିତି ସଙ୍ଗିନ ହୋଇପଡ଼ିଛି।ନଦୀର ଜଳସ୍ତର ବଢ଼ିବା ଯୋଗୁଁ ଶହ ଶହ ଗାଁ ଜଳମଗ୍ନ ହୋଇଥିବାବେଳେ ଅନେକ ଅଞ୍ଚଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। କେଉଁଠି ରାସ୍ତା ଧୋଇ ହୋଇଯାଇଛି ତ ଆଉ କେଉଁଠି ଘର ଭିତରେ ୧୦ ଫୁଟ୍ ଉଚ୍ଚରେ ବନ୍ୟାଜଳ ପ୍ରବେଶ କରିଛି। ଏଭଳି ସ୍ଥିତିରେ ବନ୍ୟାଞ୍ଚଳର ସ୍ଥିତି Continue Reading
Odisha News
ଭୁବନେଶ୍ୱର, ୨୯/୧୦ : ରାଜ୍ୟସଭା କ୍ରସ-ଭୋଟିଂ ମାମଲାରେ ଓଡ଼ିଶା ହାଇକୋର୍ଟ ୫ ଜଣ ବିଜେଡି ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହ ସେମାନଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।କୋର୍ଟରେ ଜବାବ ଦାଖଲ କରିବାକୁ ପଡ଼ିବନୋଟିସ ପାଇଥିବା ବିଧାୟକମାନେ ହେଲେ ଅରବିନ୍ଦ ମହାପାତ୍ର, ସୁବାସିନୀ ଜେନା, ସନାତନ ମହାକୁଡ଼, ସୌଭିକ ବିଶ୍ୱାଳ ଏବଂ ଚକ୍ରମଣୀ କହଁର।ବିଧାୟକ ପଦ ରଦ୍ଦ ଦାବି ନେଇ ହୋଇଥିବା ଏକ ମାମଲାରେ ହାଇକୋର୍ଟ ଏହି ନୋଟିସ ଜାରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର/ ଓଡ଼ିଶା, ୨୯/୧୧୦ : ଆଜି ୨୯ ଅକ୍ଟୋବର, ଠିକ୍ ଆଜିର ଦିନ ଓଡ଼ିଶା ଇତିହାସରେ ସବୁଠାରୁ ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ ଥିଲା। ରିପୋର୍ଟ ଅନୁସାରେ ଏହି ମହାବାତ୍ୟା ଭାରତ ମହାସାଗର ଅଞ୍ଚଳର ସବୁଠାରୁ ଶକ୍ତିଶାଳୀ ସାମୁଦ୍ରିକ ଝଡ଼ ଥିଲା।୧୯୯୯ ମସିହା ଅକ୍ଟୋବର ୨୯ ତାରିଖ। ଆଜିକୁ ଠିକ୍ ୨୭ ବର୍ଷ ତଳେ ଉପକୂଳ ଓଡ଼ିଶାରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଆଉ ଏହି ମହାବାତ୍ୟା ଉଜାଡ଼ି ଦେଇଥିଲା ଶହଶହ ସୁନାର ସଂସାର। ଚାହୁଁ Continue Reading
Odisha News
ଭୁବନେଶ୍ୱର, ୨୮/୧୦ : ଆଗୁଆ ମାଡ଼ି ଆସିଲା ‘ଅର୍ଣ୍ଣବ’। ଆନ୍ଧ୍ରରେ ଭିଆଇଲା ତାଣ୍ଡବ। ଅତି ଭୀଷଣ ବାତ୍ୟା ରୂପରେ ମଙ୍ଗଳବାର ବିଳମ୍ବିତ ରାତିରେ କାକିନାଡ଼ାର ଦକ୍ଷିଣରେ କଲା ଲ୍ୟାଣ୍ଡଫଲ୍ ।ସ୍ଥଳଭାଗ ଛୁଇଁଲାବେଳକୁ ପବନ ପିଟୁଥିଲା ଘଣ୍ଟା ପ୍ରତି ୧୨୫-୧୩୫ କିଲୋମିଟର ବେଗରେ। ଝଟକା ପବନ ୧୫୦ କିମି ଯାଏଁ ଯାଇଥିବା ଅନୁମାନ କରାଯାଉଛି। ଅତି ପ୍ରବଳ ବର୍ଷା ବି ଅଜାଡ଼ିଛି । ମୋଡ଼ି ମକଚି ଦେଇଛି ଉପକୂଳବର୍ତ୍ତୀ ଆନ୍ଧ୍ର ଅଞ୍ଚଳକୁ।ବିଶାଖାପଟ୍ଟନମ, ଶ୍ରୀକାକୁଲମ, Continue Reading