ଭୁବନେଶ୍ୱର, ୬/୫ : ଶ୍ରୀକ୍ଷେତ୍ର ପୁରୀରେ ନୂତନ ବିମାନ ବନ୍ଦର ନିର୍ମାଣକୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିବା ପରେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ।ଶିକ୍ଷା ମନ୍ତ୍ରୀ ତାଙ୍କ ଏକ୍ସ ଆକାଉଣ୍ଟରେ କହିଛନ୍ତି, ଓଡ଼ିଶାର ଶ୍ରୀକ୍ଷେତ୍ର ପୁରୀରେ ନୂଆ ବିମାନ ବନ୍ଦର ନିର୍ମାଣକୁ ମଞ୍ଜୁର Continue Reading




