Home Posts tagged Bhubaneswar (Page 41)
Odisha News
ଭୁବନେଶ୍ଵର, ୨୩/୪ : ରାଜ୍ୟରେ ବିଚାର ବ୍ୟବସ୍ଥା ଆହୁରି ସୁଦୃଢ଼ ହେବା । ବିଚାରବ୍ୟବସ୍ଥାକୁ ଅଧିକ କ୍ରୀୟାଶୀଳ ଏବଂ ତ୍ୱରାନ୍ୱିତ କରିବାକୁ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ ବା ଜୁନିୟର ଡିଭିଜନ୍ କୋର୍ଟ । ଏ ସଂକ୍ରାନୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିବା ପରେ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି ।ନୂତନ କରି ଗଠିତ ହୋଇଥିବା ସିଭିଲ୍ ଜଜ୍ କୋର୍ଟ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା […]Continue Reading
Odisha News
ଭୁବନେଶ୍ୱର, ୨୨/୪: ରାଜ୍ୟରେ ଆରମ୍ଭ ହୋଇଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବୁଧବାରଠାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାକୁ ଓଡିଶା ସରକାର ନିଷ୍ପତି ନେଇଛନ୍ତି।Continue Reading
Odisha News
ଭୁବନେଶ୍ୱର,୨୨/୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ ।ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି ବୋଲି ସେ କହିଛନ୍ତି।ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। Continue Reading
Odisha News
ଭୁବନେଶ୍ୱର,୨୨/୪ : ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ରାଜ୍ୟ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟାଯିବା ନେଇ ଯୋଗାଣମନ୍ତ୍ରୀ ସୂଚନା ଦେଇଛନ୍ତି ।ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କୁ ୫ ଲକ୍ଷ ୯୦ ହଜାର ନୂଆ ରାସନ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ଦିଆଯାଇଛି ନିର୍ଦ୍ଦେଶ ।ଅନ୍ୟପଟେ ଏବେ ବି ୨୫ ଲକ୍ଷ ହିତାଧିକାରୀ ଇ-କେଓ୍ବାଇସି Continue Reading
Odisha News
ଭୁବନେଶ୍ୱର,୨୨/୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।ପ୍ରକାଶ ଥାଉ କି, ମଙ୍ଗଳବାର ଭୋର୍ ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ହାଇଓ୍ବା ଓଲଟି Continue Reading
Odisha News
ଭୁବନେଶ୍ୱର, ୨୧/୪ : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି, ବିଶେଷକରି ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏପ୍ରିଲ ୨୪ ଏବଂ ୨୫ ତାରିଖରେ ଏହା ୪୫ ଡିଗ୍ରି ସେଲସିୟସ ଅତିକ୍ରମ କରିପାରେ।କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ଏବଂ ବର୍ଷା ଯୋଗୁ ଗରମରୁ ଅଳ୍ପ ସମୟ ପାଇଁ ମୁକ୍ତି ପାଇବା ପରେ ତାପମାତ୍ରା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ପଶ୍ଚିମ ଓଡ଼ିଶାର ଅନେକ ସହରରେ Continue Reading
Odisha News
ଭୁବନେଶ୍ୱର,୨୦ା/୪: ରତ୍ନଭଣ୍ଡାର ମରାମତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଠିକ୍ ସମୟରେ ମରାମତି ହୋଇ ନ ଥିଲେ ଏହା ଭୁଶୁଡ଼ି ପଡ଼ିଥାନ୍ତା।ଏବେ ଯେଉଁ ମରାମତି ହୋଇଛଇ ତାହା ଆସନ୍ତା ୧୦୦ କି ୨୦୦ ବର୍ଷ ପର୍ଯ୍ୟନ୍ତ ରହିଲା ଭଳି ମରାମତି ହୋଇଛି। ଏଥିପାଇଁ ଏଏସ୍‌ଆଇକୁ କୌଣସି ପ୍ରକାରର ବ୍ୟସ୍ତ ବିବ୍ରତ କରାଯାଉନାହିଁ। ଯେହେତୁ ଏଏସ୍‌ଆଇକୁ କମ୍ ସମୟ ଦିଆଯାଉଛି, ତେଣୁ ମରାମତିରେ ବିଳମ୍ବ ହେଉଛି। Continue Reading
Top Stories
Theme for 2024: “Food is Medicine” By Swagatika Das Bhubaneswar, April 19 : In a dedicated effort to promote liver health and holistic well-being, Utkal Hospital, Niladri Vihar, Bhubaneswar observed World Liver Day with a special wellness program in collaboration with the Indian Yoga Association, Bhubaneswar Chapter. Centered around this year’s theme, “Food is Medicine,” Continue Reading
Odisha News
ଭୁବନେଶ୍ୱର, ୧୯/୪ : ସୁଭଦ୍ରା ହିତାଧିକାରୀ ମହିଳାଙ୍କ ପାଇଁ ଆସିଛି ବଡ଼ ଖବର । ପୁଣି ମିଳିବ ସୁଭଦ୍ରା ଟଙ୍କା । ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ଏକ ବଡ଼ ଘୋଷଣା କରିଛନ୍ତି । ସୁଭଦ୍ରା ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ବାଣ୍ଟିବେ ରାଜ୍ୟ ସରକାର ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି ଯେ , ଆସନ୍ତା ଏପ୍ରିଲ ୨୪ରେ ସୁଭଦ୍ରା ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ । ପୁରୀ ଠାରେ ପଞ୍ଚାୟତିରାଜ୍ ଦିବସ […]Continue Reading
Odisha News
ଭୁବନେଶ୍ୱର,୧୯/୪: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।୭୦ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି। ତାଙ୍କର କିଡନୀ ଜନିତ ସମସ୍ୟା ଯୋଗୁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ । ସେ ପ୍ରାୟ ଚାରି ଦଶନ୍ଧି ଧରି ଶାସନ ଏବଂ ରାଜନୀତିର ଖବର ପରିବେଷଣ କରିଥିଲେ। ସେ ଅନେକ ଖବର କାଗଜ ସଂସ୍ଥା ସହ […]Continue Reading