Home Posts tagged Bhubaneswar (Page 48)
Odisha News
ଭୁବନେଶ୍ବର, ୨୩/୮ : ବହୁଚର୍ଚ୍ଚିତ କମିସନରେଟ୍ ପୁଲିସ ଅଧୀନ ପାତ୍ରପଡ଼ାରେ ଗତ ୯ ତାରିଖ ଦିନ ହିଟ୍ ଆଣ୍ଡ ରନ୍ ଘଟଣାକୁ ଭୁବନେଶ୍ବରବାସୀ ଭୁଲିପାରିବେ ନାହିଁ। ସେଦିନ ଅପରାହ୍ଣରେ ଏକ ପରିବାର ରାସ୍ତା ଅତିକ୍ରମ ବେଳେ ଯେଉଁଭଳି ଦୁଃଖଦପୂର୍ଣ୍ଣ ଘଟଣା ଘଟିଲା, ଏହା ବହୁ ବର୍ଷ ପର‌୍ୟ୍ୟନ୍ତ ମନେ ରହିବ। ଏହି ଦୁର୍ଘଟଣା ନେଇ ଖଣ୍ଡଗିରି ଥାନା ପୁଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୋହମ ରାଜ ତ୍ରିପାଠୀ ଓ ରୋହନ […]Continue Reading
Odisha News
ଭୁବନେଶ୍ୱର,୨୩/୮: ନବୀନ ନିବାସ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେଠାରେ ବିରୋଧୀ ଦଳ ନେତା ନବୀନଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି।ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍ ଅଲ୍ଟିମେଟ୍ ହସ୍ପିଟାଲ Continue Reading
Odisha News
ଭୁବନେଶ୍ୱର, ୨୩/୮ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, […]Continue Reading
Odisha News
ଭୁବନେଶ୍ୱକ, ୨୨/୮ : ଆଗାମୀ ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି । ରାଜ୍ୟବାସୀଙ୍କୁ ଉନ୍ନତମାନର ଗମନା ଗମନ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର‌୍ୟ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା Continue Reading
Odisha News
ଭୁବନେଶ୍ୱର,୨୨/୮: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ।ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ।ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। ଘଉଋଜଞ ଢ଼ାଞ୍ଚାରେ ଝଉଋଜଞକୁ Continue Reading
Top Stories
By Tapaswini Sahoo  Bhubaneswar, Aug  22 : SO AM I (SAI) Foundation celebrated World Senior Citizens Day” on 21st August 2025 at Hotel Lyfe, Bhubaneswar with the pre launch of SHRADDHA- A multi faceted support system designed exclusively for senior citizens. Shri Debi Prasanna Pattnaik, Noted Linguist and Chairperson of So AM I Foundation, Shri […]Continue Reading
Odisha News
ଭୁବନେଶ୍ୱର,୨୧/୮: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର‌୍ୟ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଛି।ସୂଚନାଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ବୋର୍ଡ ପକ୍ଷରୁ ଗତ ଅଗଷ୍ଟ ୧ ତାରିଖରେ ବିଜ୍ଞପ୍ତି Continue Reading
Odisha News
ଭୁବନେଶ୍ୱର, ୨୧/୮ : ଏଣିକି ସରକାରଙ୍କ ବଦଳି କିମ୍ବା ପଦୋନ୍ନତି ଆଦେଶକୁ ଅବମାନନା କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଯଦି ନିର୍ଦ୍ଦେଶ ମୁତାବକ ସମ୍ପୃକ୍ତ ସ୍ଥାନରେ ସରକାରୀ ଅଧିକାରୀମାନେ ଯୋଗ ନ ଦିଅନ୍ତି ତେବେ ସେମାନଙ୍କ ଦରମା ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି କୃଷି ସଚିବ ଡାକ୍ତର ଅରବିନ୍ଦ ପାଢ଼ୀ ।ସଚିବ ଶ୍ରୀଯୁକ୍ତ ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି ଯେ ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର Continue Reading
Odisha News
ଭୁବନେଶ୍ୱର,୨୧/୮ : ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ବଜ୍ରପାତ ପାଇଁ ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, Continue Reading
Odisha News
ଭୁବନେଶ୍ୱର, ୨୦/୮ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି ।ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ Continue Reading