Home Posts tagged Bhubaneswar (Page 49)
Odisha News
ଭୁବନେଶ୍ୱର,୨୦/୮: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ। ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହୋଉଥିଲେ।ବିବିନୋଦ ପଶାୟତ ଓଡ଼ିଶାର ଜଣେ ପ୍ରଖ୍ୟାତ କବି ଏବଂ ଲେଖକ। ସମ୍ବଲପୁରୀ / କୋଶଳୀ ସାହିତ୍ୟରେ ତାଙ୍କର ଅବଦାନ ଅମୂଲ୍ୟ। ସେ ତାଙ୍କ କବିତା ଏବଂ ଅନ୍ୟାନ୍ୟ ଲେଖାରେ ସରଳତା ପାଇଁ Continue Reading
Odisha News
ଭୁବନେଶ୍ୱର,୨୦/୮: ସରକାରୀ ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଡ୍ରପ୍‌ଆଉଟ ହାର ରୋକିବା ସହ ପିଲାଙ୍କୁ ବିଦ୍ୟାଳୟମୁହାଁ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ବାଟିକା ଛାତ୍ରୀଛାତ୍ରଙ୍କୁ ମାଗଣାରେ ୟୁନିଫର୍ମ ପ୍ରଦାନ କରାଯିବ। ରାଜ୍ୟର ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକାରେ ନାମ ଲେଖାଇଥିବା ପିଲାଙ୍କୁ ୟୁନିଫର୍ମ ଓ ଅନ୍ୟାନ୍ୟ ଉପକରଣ ମାଗଣାରେ ଦିଆଯିବ।ଏ ବାବଦରେ Continue Reading
Odisha News
ଭୁବନେଶ୍ୱର,୧୯/୮: ଗୋପାଳପୁର ଅତିକ୍ରମ କଲା ଅବପାତ। ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଏକ ଅବପାତରେ ପରିଣତ ହୋଇଥିଲା। ମଙ୍ଗଳବାର ମଧ୍ୟାହ୍ନ ସହ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହା ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ଜଣାଯାଇଛି।କୋରାପୁଟରେ ସର୍ବାଧିକ ୬୪.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୪୯.୬ ମିମି, ନବରଙ୍ଗପୁରରେ ୩୩.୨ ମିମି, ଢ଼େଙ୍କାନାଳରେ ୨୬.୪ ମିମି, Continue Reading
Odisha News
ଭୁବନେଶ୍ୱର, ୧୮/୮ : ଆସନ୍ତା ମାସରୁ ଓଡ଼ିଶାରେ ସ୍ପେଶାଲ୍ ଇଣ୍ଟେନସିଭ୍ ରିଭିଜନ୍ (SIR) ଆରମ୍ଭ ହେବାକୁ ଯାଉଛି । ଏ ନେଇ ସୋମବାର ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ ।ଦୀର୍ଘ ୨୪ ବର୍ଷ ପରେ ସ୍ପେଶାଲ୍ ଇଣ୍ଟେନସିଭ୍ ରିଭିଜନ୍ ହେବ । ଏଜେଣ୍ଟମାନେ ଦ୍ୱାରକୁ ଦ୍ୱାର ବୁଲି ଭୋଟରଙ୍କ ତାଲିକା ସଂଶୋଧନ କରିବେ । ଜାନୁଆରୀ ୭ରେ ବାହାରିବ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ।୨୦୨୪ ନିର୍ବାଚନ ସମୟରେ କଂଗ୍ରେସ ଓ […]Continue Reading
Odisha News
ଭୁବନେଶ୍ୱର, ୧୮/୮ : ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଧିରେ ଧିରେ ସୁସ୍ଥ ହେଉଛନ୍ତି । ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ।କିନ୍ତୁ ନବୀନଙ୍କୁ ନେଇ ରାଜନୀତି ଆରମ୍ଭ ହୋଇଛି । ମେଡ଼ିକାଲରେ ନବୀନଙ୍କୁ ଭେଟିବାକୁ ଉଭୟ ବିଜେପି ଓ କଂଗ୍ରେସ ନେତୃବୃନ୍ଦ ଯାଇଥିବାବେଳେ ସେମାନଙ୍କୁ ଅନୁମତି ନ ମିଳିବାରୁ କ୍ଷୋଭ ପ୍ରକାଶ ପାଇଛି ।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ନବୀନ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି । ସୋମବାର ବରିଷ୍ଠ ବିଜେଡ଼ି ନେତା ଦେବୀ Continue Reading
Odisha News
ଭୁବନେଶ୍ୱର, ୧୮/୮ : ପୁଣି ଭିଜିଲାନ୍ସ ଜାଲରେ ପଡିଲେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ ।ଉକ୍ତ ବାବୁ ଜଣକ ହେଉଛନ୍ତି ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା । ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମରେ ୮ ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି।ଅନୁଗୁଳର ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ନାମରେ Continue Reading
Odisha News
ଭୁବନେଶ୍ୱର,୧୭/୮: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।କିଛି ଦିନ ପୂର୍ବରୁ ମୁମ୍ବାଇର କୋକିଳବେନ ହସ୍ପିଟାଲରେ ଅପରେଶନ କରାଇ ଫେରିଥିବା ନବୀନଙ୍କର ସ୍ୱାସ୍ଥ୍ୟବସ୍ଥା ଆଉ ମଧ୍ୟ ଠିକ ନ ଥିବା ଜଣାପଡ଼ିଛି। ଗତ ସାଧାରଣ ନିର୍ବାଚନ ସମୟରେ Continue Reading
Odisha News
ଭୁବନେଶ୍ୱର,୧୭/ ୮: ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି Continue Reading
Top Stories
By Tapaswini Sahoo Bhubaneswar, Aug 16: ArcelorMittal Nippon Steel India (AM/NS India) observed the 79th Independence Day with pride and enthusiasm across its operational sites in Odisha.  At the Paradeep Pellet Plant, Shri Suresha G, Executive Director, Odisha Asset, AM/NS India, hoisted the National Flag in the presence of employees andcommunity members hailing from Continue Reading
Odisha News
ଭୁବନେଶ୍ୱର,୧୫/୮: ୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି. କମ୍ଭପପାଟି, ମନ୍ତ୍ରୀମାନେ, ବରିଷ୍ଠ ଅଧିକାରୀ ଓ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଗରିବ କଲ୍ୟାଣ ଅନ୍ନ ଯୋଜନା Continue Reading