ଭୁବନେଶ୍ୱର, ୧୩/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି।ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍ ସହଯୋଗୀ ମାନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି। ଏହା ସହ ଉଗଇ ର ସରଳୀକୃତ ଗାଇଡଲାଇନ ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ Continue Reading
ଭୁବନେଶ୍ୱର, ୧୩/୮ : ରାଜ୍ୟ କ୍ୟାବିନେଟରେ ୭ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଛି । ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା, ଆଦର୍ଶ ମଣ୍ଡି, ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ଓ ସମ୍ବଲପୁରରେ ଜଳ ପ୍ରକଳ୍ପକୁ ଆଦି ଅନୁମୋଦନ ମିଳିଛି । କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୂଜା ସୂଚନା ଦେଇଛନ୍ତି ।ଲୋକ ସେବା ଭବନରେ ଆହୁତ କ୍ୟାବିନେଟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ସମବାୟ ବିଭାଗ ର ୧ ଟି, […]Continue Reading
ଭୁବନେଶ୍ୱର,୧୩/୮: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସକାଳ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, Continue Reading
ଭୁବନେଶ୍ବର, ୧୨/୮ : ରାଜ୍ୟ ସରକାର ‘ଅନୁସୂଚିତ ଜାତି’ ଶଦ୍ଦକୁ ଗୁରୁତ୍ବ ଦେଇଛନ୍ତି। ‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି ଜାରି କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।ସୂଚନାଯୋଗ୍ୟ, ‘ହରିଜନ’ ଶଦ୍ଦକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ହେଉଥିବା ନଜିର ରହିଛି। ଏପରିକି ‘ହରିଜନ’ ଶଦ୍ଦକୁ Continue Reading
ଭୁବନେଶ୍ୱର, ୧୨/୮ : ଲୋକସେବା ଭବନରେ ବସିଥିବା ସଚିବସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରାଯାଇଛି । ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷତାରେ ଏହି ସଚିବ ସ୍ତରୀୟ ବୈଠକ ବସିଛି ।୧୦ ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା । ପରେ ଜିଲ୍ଳା ସ୍ତରୀୟ ସବୁ […]Continue Reading
ଭୁବନେଶ୍ୱର, ୧୧/୮ : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ ଦାୟିତ୍ୱ ନେଇଛନ୍ତି । ଦାୟିତ୍ବ ନେବା ପରେ ପ୍ରତିକ୍ରିୟା ରଖି କହିଛନ୍ତି, ବର୍ତ୍ତମାନ ସମାଜରେ ପ୍ରତ୍ୟେକ ସ୍ତରରେ ଦୁର୍ଘଟଣା ଘଟିଚାଲିଛି । କେହି ଆଇନର ଉଦ୍ଦ୍ୱର୍ରେ ନାହାନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେବ ମୁଁ […]Continue Reading
ଭୁବନେଶ୍ୱର,୯/୮: ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା।ଗୋଟିଏ ବଟନ୍ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।Continue Reading
ଭୁବନେଶ୍ୱର, ୯/୮: ଆଜି ଭାଇ ଭଉଣୀ ମଧ୍ୟରେ ଥିବା ପବିତ୍ର ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା । ରାକ୍ଷୀ ଭାଇ ଓ ଭଉଣୀର ଅତୁଟ ବନ୍ଧନ ଓ ଅମାପ ସେହ୍ନର ପ୍ରତୀକ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା\’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ […]Continue Reading
ଭୁବନେଶ୍ୱର, ୮/୮ : ଓଡିଶା ବିଧାନସଭାରେ ନୂତନ ୱେବସାଇଟର ଉଦଘାଟନ ହୋଇଛି । ବିଧାନସଭା ବାଚସ୍ପତି ସୁରମା ପାଢ଼ୀବୋ ନୂଆ ୱେବ୍ ସାଇଟ୍ www.assembly.odisha.gov.in କୁ ଉଦଘାଟନ କରିଛନ୍ତି ।ଏହି ଅବସରରେ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି, ଅଧିକ ସ୍ୱଚ୍ଛ ଓ ଦକ୍ଷଶାସନ ଦିଗରେ ଯାତ୍ରାର ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ ହେବ । ଓଡ଼ିଶା ସରକାର ଏନ୍ଆଇସିଟି (NICT) ବିଭାଗ ଓ ଭାରତ ସରକାର ଏନ୍ଆଇସି (NIC)ର ବୈଷୟିକ ପରାମର୍ଶ ଦ୍ୱାରା ଏହି ୱେବସାଇଟ Continue Reading
ଭୁବନେଶ୍ୱର, ୮/୮: ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥାରେ ସିବିଆଇ ଟିମ୍ ଚଢ଼ଉ କରିଛି । ଚାକିରି ଜାଲିଆତି ମାମଲାରେ ଏହି ଚଢ଼ଉ କରାଯାଉଥିବା ଜଣାପଡ଼ିଛି ।ନିଯୁକ୍ତି ଜାଲିଆତି ମାମଲାରେ ଭୁବନେଶ୍ୱର ଏମ୍ସର ଏକାଡେମିକ୍ ବ୍ଲକ୍, ଯାହାଙ୍କ ନାଁରେ ମାମଲାରେ ରହିଛି ତାଙ୍କର ବିଏମସି କାର୍ୟ୍ୟା ଳୟ ନିକଟରେ ଥିବା ହାରମୋନି ଭିଲ୍ଲା ଏବଂ ଜଗତସିଂହପୁରରେ ପୈତୃକ ଘରେ ରେଡ୍ କରାଯାଉଛି ।ଏମ୍ସରୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଯାଞ୍ଚ Continue Reading




