ଭୁବନେଶ୍ବର, ୧୩/୬: ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍ ଆଇଡି ଖୋଲା ହୋଇଛି। ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍ନାମ କରିବାକୁ ଉଦ୍ୟମ କରାଯାଇଛି।ସେହି ଫେକ୍ ଆକାଉଣ୍ଟରେ ଫେକ୍ ନ୍ୟୁଜ୍ ପୋଷ୍ଟ ହେଉଛି, ଯାହାକି ଅନେକଗୁଡ଼ିଏ ଡିଜିଟାଲ ଓ ଟେଲିଭିଜନରେ ପ୍ରକାଶ ପାଇଛି। ଏଘଟଣା ସଂର୍ପରେ ସରକାର ଜାଣିବା ପରେ ସ୍ପଷ୍ଟୀକରଣ Continue Reading
ଓଡ଼ିଶା, ୧୩/୬ : ଓଡ଼ିଶାର ଗଣପର୍ବ ରଜରେ ଅଥୟ କରିବ ତାତି। ତା’ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପାରେ।ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ କିନ୍ତୁ ଗ୍ରୀଷ୍ମ ପ୍ରବାହ ଓ ଗୁଳିଗୁଳି ଭିତରେ ଦକ୍ଷିର ଓଡ଼ିଶା ପାଇଁ ଆସିଛି ଭଲ ଖବର। ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର Continue Reading
ଭୁବନେଶ୍ୱର,୧୩/୬: ରାଜ୍ୟରେ କ୍ଷମତାକୁ ଆସିବା ପରେ ୫ଟି ଓ ମୋ ସରକାର ବନ୍ଦ କରିଛନ୍ତି ଭାଜପା ସରକାର। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ କୁହାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସଚିବଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।ଓଡ଼ିଶାରେ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରେ ବୃତ୍ତିଗତ ଓ ବ୍ୟାବହାରିକ ପରିବର୍ତନ ପାଇଁ ନବୀନ ସରକାର ଆରମ୍ଭ କରିଥିଲେ ‘ମୋ ସରକାର’।୫-ଟି ଭଳି ‘ମୋ ସରକାର’ Continue Reading
By Subrat Sarangi Bhubaneswar, June 13: ArcelorMittal Nippon Steel India (AM/NS India), a joint venture between ArcelorMittal and Nippon Steel, two of the world’s leading steel makers, has observed Sustainability Week with a series of impactful events across its Odisha locations, with the theme of “Land Restoration, Desertification, and Drought Resilience” Continue Reading
ଭୁବନେଶ୍ବର,୧୨/୬: ଓଡ଼ିଶାରେ ବିଜେପି ସରକାର ଗଢ଼ିଲା ପରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଛନ୍ତି।ସେହିପରି କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋହନ୍ଙ୍କ ୮ ଜଣ କ୍ୟାବିନେଟ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ ପରେ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ଘୋଷଣା କରିଛି। ସୁରମା ପାଢ଼ୀଙ୍କୁ ଭାରତୀୟ ଜନତା ପାର୍ଟି (ବିଜେପି) ବାଚସ୍ପତି କରିଛି।ବାଚସ୍ପତି ଘୋଷଣା Continue Reading
ଭୁବନେଶ୍ବର, ୧୨/୬: ‘ଦୁଇ ଥର ପଦ୍ମ, ଦୁଇ ଗୁଣା ବିକାଶ। ଓଡ଼ିଶାରେ ହେବ ବିଜେପି ସରକାର।’ ସାଧାରଣ ନିର୍ବାଚନ-୨୦୨୪ର ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି (ବିଜେପି) ଏହି ଶ୍ଲୋଗାନକୁ ବ୍ୟବହାର କରିଥିଲା। ଓଡ଼ିଆ ଟିଭି ଚ୍ୟାନେଲ୍ରେ ବାରମ୍ବାର ଏହି ବିଜ୍ଞାପନ ଦେଖାଯାଉଥିଲା।ସାମାଜିକ ଗଣମାଧ୍ୟମରେ ମଧ୍ୟ ସମାନ କଥା। ଏହି ଶ୍ଲୋଗାନକୁ ଓଡ଼ିଶାବାସୀ ବିପୁଳ ସମର୍ଥନ ଦେଇଛନ୍ତି। ବିଜେପିକୁ ସରକାର ଗଢ଼ିବାକୁ ସୁଯୋଗ ଦେଇଛନ୍ତି। ଏଥି ସହିତ ଓଡ଼ିଶାରେ ଆଜି(୨୦୨୪ Continue Reading
ଓଡ଼ିଶା, ୧୨/୬ : କ୍ଷମତା ଯିବା ପରେ ବଦଳିଗଲା ସୋଶାଲ ମିଡିଆ ପ୍ରୋଫାଇଲ୍ ଷ୍ଟାଟସ୍ । ପୂର୍ବରୁ ସୋଶାଲ ମିଡିଆରେ ଷ୍ଟାଟସ୍ରେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଲେଖୁଥିବା ନବୀନ ପଟ୍ଟନାୟକ ଏବେ ଏହାକୁ ବଦଳାଇ ଦେଇଛନ୍ତି।ଏହା ସ୍ଥାନରେ ବିଜୁ ଜନତାଦଳ ସଭାପତି ବୋଲି ସେ ଉଲ୍ଲେଖ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୋଶାଲ ମିଡିଆ ପ୍ରୋଫାଇଲ୍ ଷ୍ଟାଟସ୍ ଏବେ ଚର୍ଚ୍ଚାର କାରଣ ପାଲଟିଛି।ଦୀର୍ଘ ଅଢେଇ ଦଶନ୍ଧି ଧରି ରାଜ୍ୟର ମୁଖ୍ୟମନ୍ତ୍ରୀ ଥିବା ନବୀନ Continue Reading
ଭୁବନେଶ୍ବର, ୧୨/୬: ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବା ପରେ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଭାବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଏହାସହ ଆଜି ଜନତା ମୈଦାନରେ ହେବାକୁ ଥିବା ଶପଥ ପାଠ ସମାରୋହରେ ଯୋଗ ଦେବାକୁ କରିଛନ୍ତି ନିମନ୍ତ୍ରଣ। ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ଗ୍ରହଣ କରିବା ସହ ଶପଥପାଠ କାର୍ୟ୍ୟକ୍ରମରେ ଯୋଗ ଦେବାକୁ କହିଛନ୍ତି ନବୀନ ପଟ୍ଟନାୟକ। ଏହାସହ ନୂଆ ସରକାରଙ୍କୁ ମଧ୍ୟ Continue Reading
ଭୁବନେଶ୍ୱର,୧୨/୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ୟ୍ୟକ୍ରମ ରହିଛି। ଶପଥ ନେବା ପୂର୍ବରୁ ମୋହନ ଗୋପବନ୍ଧୁ ଛକରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତିପରିଡା ଏବଂ କେଭି ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ।ମାଲ୍ୟାର୍ପଣ ପୂର୍ବରୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୋହନ କହିଛନ୍ତି, ଶପଥ ପାଠ ପରେ ୧୦୦ Continue Reading
ଭୁବନେଶ୍ବର, ୧୨/୬: ଆଜି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବେ। ଏହି କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ସେହିଭଳି ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି ଓ ଶିଳ୍ପପତିମାନେ ମଧ୍ୟ ଅତିଥି ଭାବେ ଯୋଗଦେବେ।ଏଥିପାଇଁ କମିସନରେଟ୍ ପୁଲିସ ପକ୍ଷରୁ ସମଗ୍ର ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାନୁସାରେ ଅପରାହ୍ଣ Continue Reading