Home Posts tagged Bhubaneswar (Page 52)
Odisha News
ଭୁବନେଶ୍ୱର,୨୮/୫ : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ବିଜୁଳି ଘଡ଼ଘଡ଼ି Continue Reading
Odisha News
ଭୁବନେଶ୍ୱର,୨୭/୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ Continue Reading
Odisha News
ଭୁବନେଶ୍ୱର, ୨୭/୫ : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।ଲଘୁଚାପ କ୍ଷେତ୍ର ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ରାଜ୍ୟର ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ଭଦ୍ରକ, […]Continue Reading
Odisha News
ଭୁବନେଶ୍ୱର, ୨୬/୫ : ୨୭ ତାରିଖକୁ ଆସୁଛି ଲଘୁଚାପ । ଲଘୁଚାପ ସୃଷ୍ଟି ହେବାର ୨ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ସାତ ଦିନ ପର‌୍ୟ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ […]Continue Reading
Odisha News
ଭୁବନେଶ୍ୱର,୨୬/୫: ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ Continue Reading
Top Stories
By Sukant Mohanty Bhubaneswar, May 25: In a significant move to tackle Bhubaneswar’s mounting traffic congestion, the Odisha government has announced plans for an ambitious underground metro rail system. The proposed metro line will connect Patia to the new CRP Road, aiming to resolve existing transportation bottlenecks in the rapidly growing city. Odisha works minister Continue Reading
Odisha News
ଭୁବନେଶ୍ୱର,୨୫/୫: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଝଟ୍‌କା ପବନ ମଧ୍ୟ ବହିବ। ଆଗାମୀ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ତେବେ ଏହା ବାତ୍ୟା ରୂପ ନେବାର କୌଣସି ଆଶଙ୍କା ନାହିଁ ବୋଲି ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି। Continue Reading
Odisha News
ଭୁବନେଶ୍ୱର,୨୪/୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ଚଉଉୠକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୃତକ ଜଣ ହେଲେ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ। ସେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀଙ୍କ ଗୁଳିରେ Continue Reading
Odisha News
ଭୁବନେଶ୍ୱର, ୨୩/୫: ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଶୁକ୍ରବାର ଏକ ଅଣହିନ୍ଦୁ ବିଦେଶୀ ନାଗରିକ ଲିଙ୍ଗରାଜ ମନ୍ଦିରରେ ପ୍ରବେଶ କରିଛନ୍ତି । ଘଟଣା ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଛି । ଅପରପକ୍ଷେ ଅଣ ହିନ୍ଦୁ ପ୍ରବେଶ ପରେ ମନ୍ଦିରର ସୁଦ୍ଧିକରଣ କରାଯାଇଥିବା ସୂଚନା ମିଳିଛି ।ସୂଚନାନୂସାରେ, ଆଜି ଦିନ ପ୍ରାୟ ୧୨ ଟା ୩୦ ସମୟରେ ଜଣେ ଅଣହିନ୍ଦୁ ବିଦେଶୀ ନାଗରିକ ଲିଙ୍ଗରାଜ […]Continue Reading
Odisha News
ଭୁବନେଶ୍ୱର,୨୩/୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି।ଫଳରେ ଓଡ଼ିଶା ଉପକୂଳ ପ୍ରଭାବିତ ହେବାର ଅନୁମାନ କରାଯାଇଛି। ଏହି ଝଡ଼, ଯାହାର ନାମ ସମ୍ଭାବ୍ୟ ‘ଶକ୍ତି’ ରଖାଯାଇଛି। ମେ’ ୨୩ରୁ ୨୮ ତାରିଖ ମଧ୍ୟରେ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଖୁଲନା ଓ ଚଟ୍ଟୋଗ୍ରାମ ଅଞ୍ଚଳକୁ ପ୍ରଭାବିତ କରିବାର ଆଶଙ୍କା ରହିଛି।ଏପରିକି ମେ Continue Reading