ଭୁବନେଶ୍ୱର, ୨/୮: ଦିଗପହଣ୍ଡି ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ କନକ ମହାପାତ୍ରଙ୍କର ଶନିବାର ବିୟୋଗ ହୋଇଛି । ଭୁବନେଶ୍ୱର ଖାରବେଳନଗରସ୍ଥିତ ତାଙ୍କ ବାସଭବନେ କନକ ମହାପାତ୍ରଙ୍କ ଦେହାନ୍ତ ହୋଇଛନ୍ତି । ବୟସାଧିକ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି ।ମୃତ୍ୟୁ ବେଳକୁ ପୁଅ ସିଦ୍ଧାନ୍ତଙ୍କ ସହିତ ପରିବାର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ଏହି ଖବର ଶୁଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅନ୍ତିମ ଦର୍ଶନ Continue Reading
ଭୁବନେଶ୍ୱର,୧/୮: ବୋର୍ଡ ପକ୍ଷରୁ OTET ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଦିଆଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି।ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।ଅଗଷ୍ଟ ୨୨ରୁ ୱେବସାଇଟ୍ରେ ପରୀକ୍ଷାର୍ଥୀ ନିଜ ଆଡ୍ମିଟ୍ କାର୍ଡ Continue Reading
ଭୁବନେଶ୍ୱର, ୩୧/୭: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି । ତେଣୁ ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେବାକୁ ଓଡ଼ିଶାରେ ଲାଗିବ ୭୫ ଲକ୍ଷ ଗଛ । ଲୋକସେବା ଭବନରେ ଆୟୋଜିତ ବୈଠକରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଆଜି ଲୋକସେବା ଭବନରେ “ଏକ୍ ପେଡ୍ ମା କେ ନାମ୍” ଅଭିଯାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଏକ ଜନ ଆନ୍ଦୋଳନରେ Continue Reading
ଭୁବନେଶ୍ଵର, ୩୧/୭ : ମହାବିଦ୍ୟାଳୟମାନଙ୍କରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନେଇ ଶକ୍ତ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାସ ମଧ୍ୟରେ ଆଇସିସି କମିଟି ଗଠନ ନ କରାଗଲେ ସମ୍ପୃକ୍ତ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।ସେ କହିଛନ୍ତି, ଆଇସିସି କମିଟି ଗଠନ ନ କଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରିବା ପାଇଁ ସରକାର ଟାର୍ଗେଟ […]Continue Reading
ଭୁବନେଶ୍ୱର, ୩୧/୭: ଧୋକା ଦେଲେ ସ୍ୱାମୀ । ବିବାହର ଏକ ବର୍ଷ ପରେ ଛୁଆ ଜନ୍ମ ହୋଇସାରିବା ପରେ ଉଭଙ୍କୁ ଛାଡି ଚାଲିଯାଇଛନ୍ତି ସ୍ୱାମୀ। ଏଭଳି ଅଭିଯୋଗ ଆଣିଛନ୍ତି OSDMA ରେ କାର୍ଯ୍ୟରତ DGMସାର୍ଥକ ସୌରଭ ମହାପାତ୍ରଙ୍କ ପତ୍ନୀ ।ପତ୍ନୀ ଅର୍ଚ୍ଚନା ଦାସ ମହିଳା ଥାନାର ଦ୍ୱାରସ୍ଥ ହୋଇ ସାର୍ଥକଙ୍କ ନାମରେ ସଂଘାତିକ ଅଭିଯୋଗ ଆଣିଛନ୍ତି । ସ୍ୱାମୀ, ଶାଶୁ ଓ ନଣନ୍ଦଙ୍କ ନାଁରେ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା ।ସେ ଆହୁରି ଅଭିଯୋଗରେ କରିଛନ୍ତି Continue Reading
ଭୁବନେଶ୍ୱର,୩୦/୭ : ଆରଆଇ,ଏଆରଆଇ, ଅମିନ, ଆଇସିଡିଏସ୍ ଓ ଏସ୍ଏଫଏସ ପ୍ରିଲିମ୍ ପରୀକ୍ଷା ବାତିଲ୍ କରିଛନ୍ତି OSSSC । ଏନେଇ ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି ଆଡ୍ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ।ପ୍ରିଲିମ ପରୀକ୍ଷାକୁ ବାତିଲ କରାଯିବା ସହିତ ଅଗଷ୍ଟ ୧ରୁ ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ହେବାକୁ ଥିବା ମେନ୍ ପରୀକ୍ଷା ବି ବାତିଲ କରାଯାଇଛି।୧୪ ଦିନ ଭିତରେ ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିବେ କମିଶନ। କିନ୍ତୁ ଆଶାୟୀଙ୍କୁ ଆଉ ସାନି ଆବେଦନ Continue Reading
ଭୁବନେଶ୍ୱର,୩୦/୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି।ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି।ଚିଠି ଅନୁସାରେ, ସରକାରୀ ବୈଠକ, ସଭା, ସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ Continue Reading
ଭୁବନେଶ୍ୱର, ୩୦/୭ : ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ ପୁଣି ଥରେ କରିପାରିବେ ଆବେଦନ। ସୁଭଦ୍ରା ଯୋଜନାକୁ ନେଇ ଆଜି ଏଭଳି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଆସନ୍ତା ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ କରି ପାରିବେ ଆବେଦନ। ତାସହ ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ଆଉ ଥରେ […]Continue Reading
ଭୁବନେଶ୍ୱର, ୩୦/୭ : ରାଜ୍ୟର ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି ।ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବନ୍ୟା ସ୍ଥିତି […]Continue Reading
ଭୁବନେଶ୍ୱର,୩୦/୭: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ୬ ଜଣଙ୍କୁ ଗିରଫ କରିଛି। ଏକ ପ୍ରେସ୍ମିଟ୍ରେ କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇ କହିଛନ୍ତି ଯେ, ଏହି ଲିକ୍ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ ମିଳିଛି।କ୍ରାଇମବ୍ରାଞ୍ଚ ଡିଜି ଆହୁରି କହିଛନ୍ତି ଯେ, ଏହି ପ୍ରଶ୍ନପତ୍ର ଲିକ୍ ବାଲେଶ୍ୱରରୁ Continue Reading




