Home Posts tagged Bhubaneswar (Page 55)
Odisha News
ଭୁବନେଶ୍ୱର, ୧୧/୫ : ସିଭିଲ୍ ଡିଫେନ୍ସରେ ଯୋଗ ଦେବା ପାଇଁ ଜନସାଧାରଣ ଓ ଯୁବ ସମାଜକୁ ଆହ୍ବାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଛନ୍ତି ଯେ,\”ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ।ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ Continue Reading
Top Stories
By Our Correspondent Bhubaneswar , May 9 : Today SIP ABACUS INAGURATED IT’s NEW REGIONAL OFFICE BUILDING at CHANDRASEKHAR PUR . Bhubaneswar. Ribbon cutting inaguration done by Madam Sarla Kulasekaran(Director, SIP Academy India) . Along with her Shubhajit Mullick (Regional manager – East) , Sunil Nayak (State Head, Odisha) were present. All branch heads, teachers Continue Reading
Top Stories
By Subrat Sarangi Bhubaneswar, May 8 :  Athletes of Odisha AM/NS India Gymnastics High-Performance Centre (GHPC) have achieved remarkable success at the Junior & Senior Artistic Gymnastics National Championships 2025 – 2026 held during April 25 – May 03, 2025, in Pune, Maharashtra. Gymnasts from the GHPC dominated both Men’s Artistic Gymnastics (MAG) and Women’s […]Continue Reading
Odisha News
ଭୁବନେଶ୍ୱର, ୮/୫: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା।ଗୁରୁବାର ଦିନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ଘୋଷଣା କରିଛନ୍ତି।ସେ କହିଛନ୍ତି ଯେ, ପ୍ରସ୍ତାବିତ ସାଇନ୍ସ ସିଟି ବିଜ୍ଞାନ ଏବଂ Continue Reading
Odisha News
ଭୁବନେଶ୍ୱର,୭/୫: ଅପରେଶନ ‘ସିନ୍ଦୂର’ ନେଇ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ଏକ୍ସ ଯୋଗେ ସେ ଲେଖିଛନ୍ତି,ଭାରତ ଏକତାର ସହ ଛିଡ଼ା ହୋଇଛି । ଆମ ସାହସୀ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ॥ ଆତଙ୍କବାଦ ବିରୋଧରେ ପ୍ରତ୍ୟେକ ଆକ୍ରମଣ ଏକ ବାର୍ତ୍ତା ଦେବ। ଆମ ସାର୍ବଭୌମତ୍ବକୁ ଆକ୍ରମଣ ସହ୍ୟ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ଲେଖିଛନ୍ତିପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି Continue Reading
Odisha News
ଭୁବନେଶ୍ୱର, ୬/୫ : ସମ୍ଭାବ୍ୟ ଯୁଦ୍ଧରେ ମୁକାବିଲା ପାଇଁ ଆସନ୍ତାକାଲି ଠାରୁ ସପ୍ତାହ ପର୍ଯ୍ୟନ୍ତ ମକ୍ ଡ୍ରିଲ ହେବ । ଏନେଇ ରାଜସ୍ୱ ଏବଂ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଆସନ୍ତାକାଲି ବାରଟି ସ୍ଥାନରେ ମକ୍ ଡ୍ରିଲ ହେବା ପରେ ଆଗକୁ ଗାଁରେ ବି ହେବ ମକ୍ ଡ୍ରିଲ । ଯୁଦ୍ଧ ସମୟରେ କଣ କରିବାକୁ ପଡେ ତା ଉପରେ ମଧ୍ୟ ଆଡଭାଇଜରୀ ମଧ୍ୟ ଆସିବ ।କେବଳ ସେନା ଓ […]Continue Reading
Odisha News
ଭୁବନେଶ୍ୱର, ୬/୫ : ଶ୍ରୀକ୍ଷେତ୍ର ପୁରୀରେ ନୂତନ ବିମାନ ବନ୍ଦର ନିର୍ମାଣକୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିବା ପରେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ।ଶିକ୍ଷା ମନ୍ତ୍ରୀ ତାଙ୍କ ଏକ୍ସ ଆକାଉଣ୍ଟରେ କହିଛନ୍ତି, ଓଡ଼ିଶାର ଶ୍ରୀକ୍ଷେତ୍ର ପୁରୀରେ ନୂଆ ବିମାନ ବନ୍ଦର ନିର୍ମାଣକୁ ମଞ୍ଜୁର Continue Reading
Top Stories
By Our Correspondent BHUBANESWAR,MAY 5 : On 21st March 2025, more than 500 contractors gathered at the Watco and PHEO offices in Bhubaneswar to stage a peaceful protest against the Odisha government for its persistent neglect of contractors’ demands, especially under the AMRUT scheme. The contractors of Odisha are now at a breaking point, suffering […]Continue Reading
Odisha News
ଭୁବନେଶ୍ବର, ୫/୫: ଆଉ ୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା। ସେହିପରି ଆଶିଷ ଚକ୍ରବର୍ତ୍ତୀ କେନ୍ଦୁଝର, ସରୋଜ ମେହେର ବଲାଙ୍ଗୀର, ରୋହିତ ପୂଜାରୀ ସମ୍ବଲପୁର ଓ ଦେବାଶିଷ ମାରାଣ୍ଡି ମୟୂରଭଞ୍ଜ-୨ ସାଂଗଠନିକ ଜିଲ୍ଲାର ସଭାପତି ହୋଇଛନ୍ତି।୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର Continue Reading
Odisha News
ଭୁବନେଶ୍ୱର, ୫/୫ : ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣ ନେଇ ହୋଇଥିବା ଦ୍ୱନ୍ଦ୍ୱ ଶେଷରେ ଦୂର କରିଛନ୍ତି ଆଇନ ମନ୍ତ୍ରୀ । ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ମହାରଣା ସେବକଙ୍କ ସହ ଆଲୋଚନା ପରେ କଥାର ସତ୍ୟାସତ୍ୟ ଜଣାପଡିଛି ।ମାତ୍ର ଅଢେଇ ଫୁଟ ଉଚ୍ଚ ଦାରୁରେ ମୂର୍ତ୍ତି ନିର୍ମାଣ ଅସମ୍ଭବ ଅଟେ । ସେବାୟତ ରାମକୃଷ୍ଣ […]Continue Reading