By Our Correspondent Bhubaneswar, May 2 : The Institute of Chartered Accountants (ICAI) Bhubaneswar Branch organized a two-day National CA Conference with the theme “Professional Opportunities for Chartered Accountants (CAs).” The inaugural ceremony took place at the Mayfair Convention Hall and featured Lok Sabha MP Aparajita Sadangi along with Rajya Sabha MP Continue Reading
ଭୁବନେଶ୍ୱର,୨୯/୪ : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମୋଡ୍ରେ ପରୀକ୍ଷା ଦେବେ। ଚଳିତବର୍ଷ ୩ଟି ସିପ୍ଟରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ସିପ୍ଟ ପରୀକ୍ଷା ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ସେହିପରି Continue Reading
ଭୁବନେଶ୍ୱର,୨୮/୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।ଦିଲ୍ଲୀ, କୋଲକାତା, ଚେନ୍ନାଇରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ସବୁ ଷ୍ଟେଶନରେ ଫ୍ଳାଗ ମାର୍ଚ କରିବା ସହ ଲୋକଙ୍କୁ ସତର୍କ କରାଯାଉଛି।ଏଭଳି ସ୍ଥିତିରେ ଭୁବନେଶରରେ ରେଳ ଷ୍ଟେଶନରେ ସୋମବାର ଆର୍ପିଏଫ୍ ପକ୍ଷରୁ ଫ୍ଳାଗ ମାର୍ଚ୍ଚ କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି। Continue Reading
ଭୁବନେଶ୍ୱର,୨୫/୪: ପହଲଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା।ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ ‘ଦି ରେସିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ)’, ଲସ୍କର-ଏ-ତୋଇବାର ଏକ ଶାଖା ନେଇଥିବା ବେଳେ, ପାକିସ୍ତାନ ସେନା ନିକଟରେ ଜମ୍ମୁ ଓ କଶ୍ମୀରର ବିଭିନ୍ନ ଅଞ୍ଚଳରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ Continue Reading
ସୀମାଞ୍ଚଳ ପଟ୍ଟନାୟକଙ୍କ ରିପୋର୍ଟଭୁବନେଶ୍ୱର, ୨୫/୪ : ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ସହରର ପ୍ରତିଷ୍ଠିତ ବ୍ୟବସାୟୀ କେଜ୍ରିୱାଲ ପରିବାରର ତଥା କୃଷକର ସାଥି ହିନ୍ଦୁସ୍ତାନ ସିଡ଼ସର ପ୍ରତିଷ୍ଠାତା ରାଣୀସତୀ ଦାଦିଜୀ ମନ୍ଦିର / ଗାୟତ୍ରୀ ମନ୍ଦିରର ମୁଖ୍ୟ ଉଦ୍ୟୋଗୀ ସ୍ବର୍ଗତ ଲକ୍ଷ୍ମଣଦାସ କେଜ୍ରିୱାଲଙ୍କ କନିଷ୍ଠ ପୁତ୍ରବଧୂ ତଥା ଭୁବନେଶ୍ୱରର ବିଶିଷ୍ଟ ବ୍ୟବସାୟୀ ତଥା ସମାଜସେବୀ ରାଜେଶ କୁମାର କେଜ୍ରିୱାଲଙ୍କ ସହଧର୍ମିଣୀ ଶ୍ରୀମତୀ ଗୀତାଞ୍ଜଳି କେଜ୍ରିୱାଲ ଅଖିଳ Continue Reading
ଭୁବନେଶ୍ୱର, ୨୩/୪ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାର ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।ଲୋକ ସେବା ଭବନରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ \”ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬\” ଉପରେ ବିସ୍ତୃତ ଆଲୋଚନା କରାଯାଇଛି । ଏ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।ଅନୁସୂଚିତ ଜନଜାତି, Continue Reading
ଭୁବନେଶ୍ଵର, ୨୩/୪ : ରାଜ୍ୟରେ ବିଚାର ବ୍ୟବସ୍ଥା ଆହୁରି ସୁଦୃଢ଼ ହେବା । ବିଚାରବ୍ୟବସ୍ଥାକୁ ଅଧିକ କ୍ରୀୟାଶୀଳ ଏବଂ ତ୍ୱରାନ୍ୱିତ କରିବାକୁ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ ବା ଜୁନିୟର ଡିଭିଜନ୍ କୋର୍ଟ । ଏ ସଂକ୍ରାନୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିବା ପରେ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି ।ନୂତନ କରି ଗଠିତ ହୋଇଥିବା ସିଭିଲ୍ ଜଜ୍ କୋର୍ଟ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା […]Continue Reading
ଭୁବନେଶ୍ୱର, ୨୨/୪: ରାଜ୍ୟରେ ଆରମ୍ଭ ହୋଇଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବୁଧବାରଠାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାକୁ ଓଡିଶା ସରକାର ନିଷ୍ପତି ନେଇଛନ୍ତି।Continue Reading
ଭୁବନେଶ୍ୱର,୨୨/୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ ।ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି ବୋଲି ସେ କହିଛନ୍ତି।ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। Continue Reading
ଭୁବନେଶ୍ୱର,୨୨/୪ : ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ରାଜ୍ୟ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟାଯିବା ନେଇ ଯୋଗାଣମନ୍ତ୍ରୀ ସୂଚନା ଦେଇଛନ୍ତି ।ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କୁ ୫ ଲକ୍ଷ ୯୦ ହଜାର ନୂଆ ରାସନ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ଦିଆଯାଇଛି ନିର୍ଦ୍ଦେଶ ।ଅନ୍ୟପଟେ ଏବେ ବି ୨୫ ଲକ୍ଷ ହିତାଧିକାରୀ ଇ-କେଓ୍ବାଇସି Continue Reading




