ଭୁବନେଶ୍ୱର, ୨୭/୩ : ରାଜ୍ୟରେ ବିଦ୍ୟାଳୟରେ ବଢ଼ୁଥିବା ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ପ୍ରଦାନ କରିବାକୁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି ।ଏଣିକି ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଆଉ ଗୋଟିଏ ଅତିରିକ୍ତ ଅଣ୍ଡା ସହିତ ମିଳିବ ପୁଷ୍ଟିକର ଲଡୁ । ପିଏମ୍ ପୋଷଣ ଯୋଜନାରେ ଏହି ଖାଦ୍ୟ ଦିଆଯିବ । ଏ ନେଇ ସରକାର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ।ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ ପାଠ […]Continue Reading
ଭୁବନେଶ୍ୱର, ୨୭/୩ : କଂଗ୍ରେସ ପରେ ଆଜି ବିଜେଡ଼ି ସଦସ୍ୟମାନେ ଗୃହରେ କିଛି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି । ଯାହାକି ଅତ୍ୟନ୍ତ ଅଶୋଭନୀୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ବିଜେଡ଼ି ବିଧାୟକ ଗଣତନ୍ତ୍ରର ପବିତ୍ର ମନ୍ଦିର ବିଧାନସଭାରେ ଗଙ୍ଗାଜଳ ଛିଞ୍ଚନ କରିଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ରାଜସ୍ୱ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି ।ବିଜେପି ସରକାର ଗଢ଼ିବା ପରେ ଉଭୟ ବିରୋଧୀ ବିଜୁ ଜନତା ଦଳ ଏବଂ କଂଗ୍ରେସ ଯେମିତି ଅସହିଷ୍ଣୁ […]Continue Reading
ଭୁବନେଶ୍ବର, ୨୬/୩ : ଆଜି କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରାଯାଇଚି। ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କହିଛନ୍ତି, ଆଇନ ଅନୁସାରେ ବିଧାନସଭା ଭିତରକୁ ଯାଇ ନ ପାରେ, କିନ୍ତୁ ବିଧାନସଭା ଭିତରକୁ ଜଣେ ପୂର୍ବତନ ବିଧାୟକ ଯାଇପାରିବ। ପୁଲିସ ବାଚସ୍ପତିଙ୍କ ବିନା ଅନୁମତିରେ ବିଧାନସଭା ଭିତରକୁ ଯାଇ ପାରିବେ ନାହିଁ ବୋଲି କହି ଆମକୁ ଭିତରକୁ ଛାଡ଼ିଲା ନାହିଁ।ବାଚସ୍ପତିଙ୍କ ସହ ଫୋନ ଯୋଗେ କଥା ହେବା ପାଇଁ Continue Reading
ଭୁବନେଶ୍ୱର, ୨୫/୩ : ଗଣତନ୍ତ୍ରର ପବିତ୍ର ମନ୍ଦିର ବିଧାନସଭାରେ ବିଶୃଙ୍ଖଳିତ ଆଚରଣ କରିବା ବିରୋଧୀ କଂଗ୍ରେସ ସଦସ୍ୟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ବାରମ୍ବାର ତାଗିଦ ପରେ ଶେଷରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଓଡ଼ିଶା ବିଧାନସଭାରୁ ୧୨ ଜଣ ବିଧାୟକ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି । ଗୃହରେ ବିଶୃଙ୍କଳିତ ଆଚରଣ ପାଇଁ କଂଗ୍ରେସର ମୋଟ୍ ୧୪ ବିଧାୟକଙ୍କ ମଧ୍ୟରୁ ୧୨ ଜଣଙ୍କୁ ନିଲମ୍ବନ କରାଯାଇଛି। ବାଚସ୍ପତିଙ୍କ […]Continue Reading
ଭୁବନେଶ୍ୱର,୨୩/୩ : ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ। ଥରେ ମାତ୍ର ଆଲୋଚନାକୁ ଗଲେ, ଆଉ ଦୁଇ ଥର ଗଲେନି। ରାଜନୈତିକ ଫାଇଦା ପାଇଁ ଟ୍ରିବ୍ୟୁନାଲ୍କୁ ଗଲେ, ଯାହା ଲମ୍ବା ସମୟ ପର୍ଯ୍ୟନ୍ତ ଚାଲେ।ଆଜି ଓଲଟା କଥା କହୁଛନ୍ତି, ମହାନଦୀକୁ ନେଇ ବହୁତ Continue Reading
ଭୁବନେଶ୍ୱର,୨୩/୩ : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ ୧୭.୮ ମି.ମି. ବର୍ଷା ହୋଇଛି।ଭୁବନେଶ୍ୱରରେ ମଧ୍ୟ ଶନିବାର ଦିନସାରା କୋହଲା ପାଗ ସହ ଝିପିଝିପି ବର୍ଷା ଲାଗିରହିଛି। ଏଠାରେ ୩ ମି.ମି. ବର୍ଷା Continue Reading
By Our Correspondent Bhubaneswar, Mar 22 : A high-level delegation from the University of Saskatchewan, Canada, visited the Council of Scientific & Industrial Research – Institute of Minerals and Materials Technology (CSIR-IMMT) today to explore collaborative opportunities in critical minerals research. The delegation was led by Dr. Michael Patrick Bradley, Dean of the Continue Reading
ଭୁବନେଶ୍ୱର,୨୨/୩ : ନୂଆ ସିଲାବସ୍ ଅନୁସାରେ ପାଠ ପଢିବେ ଛାତ୍ରଛାତ୍ରୀ । ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ଲାଗୁହେବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ, ” ‘NEPଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ହେବ […]Continue Reading
ଭୁବନେଶ୍ୱର,୨୧/୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷରୁ ଊର୍ଦ୍ଧ୍ୱଙ୍କ ଲାଗି ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାର୍ୟ୍ୟକାରୀ ହେବ । ଦେଶର ୨୯ […]Continue Reading
ଭୁବନେଶ୍ୱର,୨୧/୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ Continue Reading




