ଭୁବନେଶ୍ୱର,୨୫/୨ : ମଙ୍ଗଳବାର ରାସନ କାର୍ଡ଼ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା । ଏଣିକି ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଏନେଇ ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ରାସନ କାର୍ଡ ଲିଷ୍ଟ ସହ ଡୋର୍ ଟୁ ଡୋର୍ ବୁଲି ଭେରିଫେକସନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ଗଣମାଧ୍ୟମରେ ଆଗରେ ମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ଆସୁଛି କି […]Continue Reading
ଭୁବନେଶ୍ୱର,୨୫/୨: ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୧ ରହିଛି।ପୁରୀରୁ ୨୮୬ ଓ ଭୁବନେଶ୍ୱରରୁ ୨୯୭ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି Continue Reading
ଭୁବନେଶ୍ୱର, ୨୪/୨: ଏବେ ଟ୍ରାଫିକ୍ ନିୟମ ଭାଙ୍ଗିଲେ ନିସ୍ତାର ନାହିଁ । କାରଣ ଟୁଇନସିଟି କଟକ ଭୁବନେଶ୍ୱରରେ ଏବେ ଲାଗିବାକୁ ଯାଉଛି ଏଆଇ କ୍ୟାମେରା ।ଏହାଦ୍ୱାରା ଅପରାଧୀ ଓ ନିୟମ ଖିଲାପକାରୀ ସହଜରେ ଚିହ୍ନଟ ହୋଇପାରିବେ । ଏହି ଅତ୍ୟାଧୁନିକ କ୍ୟାମେରା ଭୁବନେଶ୍ୱର ଓ କଟକରେ ଲଗାଯିବ ।ଅପରାଧ ରୋକିବାକୁ କମିଶନରେଟ ପୋଲିସ ଏଭଳି ପଦକ୍ଷେପ ନେଇଛି । ଏନେଇ ପୋଲିସ କମିଶନର ସୁରେଶ ଦେବବତ୍ତ ସିଂ ସୂଚନା ଦେଇଛନ୍ତିଟ୍ରାଫିକ ଖିଲାଫକାରୀ ସହ ଅପରାଧୀଙ୍କୁ ଧରିବ ଏହି Continue Reading
ଭୁବନେଶ୍ୱର, ୨୪/୨: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା ଦେଇଛନ୍ତି।“ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ଓଡ଼ିଶାର ଚାଷୀମାନେ ବୃଦ୍ଧି ପାଉଛନ୍ତି, କାରଣ ସାମ୍ପ୍ରତିକ ପ୍ରୟାସ ଯୋଗୁଁ ଅଂଶଗ୍ରହଣରେ ଉଲ୍ଲେଖନୀୟ ବୃଦ୍ଧି Continue Reading
ଭୁବନେଶ୍ୱର, ୨୪/୨ : ଆଜି ରାଜ୍ୟର ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ମୟୂରଭଞ୍ଜ , ବାଲେଶ୍ବର, କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ତେବେ ଆଜି ବର୍ଷା ଏବଂ କୋହଲା ପାଗ ଅନୁଭୂତ ହେବାକୁ ଥିବା ବେକେ କାଲିଠୁ ରାଜ୍ୟରେ ପାଗ ଶୁଖିଲା ରହିବ। ବର୍ତ୍ତମାନ ରାତି ତାପମାତ୍ରା ଅଧିକ ରହୁଥିବାବେଳେ ଏବେ ବିଶେଷ କିଛି ପରିବର୍ତ୍ତନ ସମ୍ଭାବନା […]Continue Reading
ଭୁବନେଶ୍ୱର,୨୩ /୨: ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହିପରିପ୍ରେକ୍ଷୀରେ ରବିବାର ମୁଖ୍ୟମନ୍ତ୍ରୀ ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରି ପରିବାର ସହିତ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି ଏବଂ ପୂଜାଚ୍ଚନା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କରିଛନ୍ତି।ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ ପରେ ଅନୁଷ୍ଠିତ ହେଉଛି। ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ Continue Reading
ଭୁବନେଶ୍ୱର,୨୩/୨: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ ୫ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡିବସିଥିଲା।Continue Reading
ଭୁବନେଶ୍ୱର, ୨୩/ ୨ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨ଦିନ ଯାଏ ବର୍ଷା। ଆଗାମୀ ୨୪ ଘଣ୍ଟାରେ ୭ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।ସେହିପରି ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିବ। ତେବେ ଆଜି ପାଣିପାଗ କେନ୍ଦ୍ର ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର […]Continue Reading
ଭୁବନେଶ୍ୱର,୨୨/୨ : KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି।ଆଲୋଚନା ବେଳେ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା। ସମ୍ମାନର ସହ ସେମାନେ ପଢ଼ିବେ । ରାଜ୍ୟ ସରକାର Continue Reading
ଭୁବନେଶ୍ୱର,୨୨/୨ : ପିସିସି ସଭାପତି ନିୁଯୁକ୍ତ ପରେ ରାଜ୍ୟରେ କଂଗ୍ରେସ ଆକ୍ସନ ମୋଡକୁ ଆସିଛି। କଂଗ୍ରେସ କ୍ୟାମ୍ପରେ ହଲଚଲ୍ ମିଶନ ଘର ସଜଡା।ପ୍ରଥମେ ଦଳରୁ ବହିଷ୍କୃତ ଏବଂ ଦଳ ଛାଡିଥିବା ନେତାଙ୍କୁ ଘରବାହୁଡ଼ା ପାଇଁ ଅନୁରୋଧ କରାଗଲା । ପରେ ଭୁବନେଶ୍ୱରୁ ପୁରୀ ଯାଏ ଆା ସଂକଳ୍ପ ପଦଯାତ୍ରା ବି ହେଲା ।ଆଉ ଏବେ ଦଳ ଏବଂ ବିଧାୟକଙ୍କ ମଧ୍ୟରେ ସମନ୍ବୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି ।ଶନିବାର ରାଜ୍ୟ କଂଗ୍ରେସ ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ […]Continue Reading




