କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୨୬/୮ : ନୂଆପଡ଼ାର ବହୁଚର୍ଚ୍ଚିତ ଜମି ଜାଲିଆତି ଘଟଣା ପରେ ରାଜ୍ୟ ସରକାର ଜମି ପଞ୍ଜୀକରଣ ବ୍ୟବସ୍ଥାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ପଞ୍ଜୀକରଣ ପ୍ରକ୍ରିୟାରେ ସ୍ୱଚ୍ଛତା, ଜବାବଦେହିତା ଓ କଡ଼ା ତଦାରଖ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଜାରି କରିଥିବା ଚିଠିରେ Continue Reading




