ଭୁବନେଶ୍ୱର,୨୯/୪ : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମୋଡ୍ରେ ପରୀକ୍ଷା ଦେବେ। ଚଳିତବର୍ଷ ୩ଟି ସିପ୍ଟରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ସିପ୍ଟ ପରୀକ୍ଷା ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ସେହିପରି Continue Reading




