ଭୁବନେଶ୍ୱର , ୧୩/୩ : ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଗିରଫ ହୋଇଥିବାଗୁରୁବାର ପ୍ରେସମିଟ୍ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ରାଜା ଗିରଫ ହୋଇଛନ୍ତି।କେନ୍ଦୁଝର ଜିଲା ଗନ୍ଧମାର୍ଦ୍ଦନ ଖଣି ଅର୍ଥ ହେରଫେର ମାମଲାରେ ଜଡ଼ିତ ରାଜା ଚକ୍ର ଓରଫ ସୌମ୍ୟଶଙ୍କର ଚକ୍ର ଓ ତାଙ୍କ ୪ ସହଯୋଗୀଙ୍କ ଆଗୁଆ ଜାମିନ ଆବେଦନ Continue Reading




