
ଭୁବନେଶ୍ୱର, ୧୦/୩ : ରାଜ୍ୟରେ ବୃଦ୍ଧି ପାଇଛି ନକଲି ଔଷଧ କାରବାର । ଯାହା ଅନେକ ରୋଗୀଙ୍କ ଜୀବନକୁ ବିପଦରେ ପକାଇଛି । ଗତ ୩ ବର୍ଷ ଭିତରେ ୪ ସଂସ୍ଥାକୁ ତାଲିକାଭୁକ୍ତ କରିଛନ୍ତି ସରକାର ।ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି । ବିଜେପି ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଜୋଶୀଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟ ମେଡିକାଲ କର୍ପୋରେସନ ଦ୍ୱାରା କିଣାଯାଇଥିବା […]Continue Reading