Home Posts tagged Bhubaneswar (Page 8)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୭/୮ : ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଖବର। ଆସନ୍ତା ଅଗଷ୍ଟ ୨୮, ରକ୍ଷାବନ୍ଧନ ଦିନ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତିର ଟଙ୍କା। ନୟାଗଡ଼ରେ ଏନେଇ ରାଜ୍ୟସ୍ତରୀୟ ସମାରୋହ ଆୟୋଜନ କରାଯିବ। ଏହି ସମାରୋହରେ ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରାଯିବ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏନେଇ ବଡ଼ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁସାରେ, ୧ କୋଟିରୁ ଅଧିକ ମହିଳା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୬/୮ : ୧୯୯୦ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ଅଧିକାରୀ ଯୋଗେଶ ବାଦାଦୂର ଖୁରାନିଆ ରବିବାର କାର୍ଯ୍ୟରୁ ଅବସର ନେଇଛନ୍ତି । ଖୁରାନିଆଙ୍କ ସ୍ଥାନାରେ କ୍ରାଇମବ୍ରାଞ୍ଚ ଡିଜି ୧୯୯୩ ବ୍ୟାଚ୍ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର ଅନ୍ତରୀଣ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଖୁରାନିଆ ଶ୍ରୀଯୁକ୍ତ ମିଶ୍ରଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ଏହି ଅବସରରେ ଡିଜିପି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୬/୮: ଆସନ୍ତା ୨୦ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫ ଦିନ ପ୍ରବଳ ବର୍ଷା, ବଜ୍ରପାତ ଓ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି ।ସେହିପରି ରବିବାର ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ […]Continue Reading
Odisha News
ଭୁବନେଶ୍ୱର, ୧୫/୮ : ୮୦ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଚା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମହାତ୍ମା ଗାନ୍ଧୀଙ୍କ ସମେତ ଅନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ ବଳିଦାନକୁ ସ୍ମରଣ କରିଥିଲେ। ସେମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେହିପରି ଆମ ରାଜ୍ୟର ସ୍ୱାଧୀନତା ବୀର ସୁରେନ୍ଦ୍ର ସାଏ, ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ ବିଦ୍ୟାଧର, ଚକରା ବିଷୋଇ, ଧର୍ମପଦ, ଉତ୍କଳ ଗୌରବ ମଧୁସୂଦନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ୱର, ୧୨/୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ଇନଫୋସିଟି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ଭୁବନେଶ୍ୱରରୁ ନାବାଳିକାଙ୍କୁ ଅପହରଣ କରି ଯାଜପୁର ନେଇଯାଇଥିବା ଅଭିଯୋଗ ହୋଇଥିଲା। ଘଟଣା ପରେ ନାବାଳିକାଙ୍କ ପରିବାର ପକ୍ଷରୁ ଇନଫୋସିଟି ଥାନାରେ Continue Reading
Odisha News
ଭୁବନେଶ୍ୱର, ୧୨/୮: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ବୁଧବାରକୁ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ବର୍ଷା ପ୍ରକୋପ ବଢ଼ିବ ରାଜ୍ୟରେ । ଆସନ୍ତା ୫-୬ ଦିନ ଧରି ବର୍ଷା ଲାଗି ରହିବ ବିଭିନ୍ନ ଅଞ୍ଚଳରେ । ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ହେଲା, ବୁଧବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଏଥିପାଇଁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ବର, ୧୦/୮: ୨୦୨୫ ନୟାପଲ୍ଲୀ ଥାନା ଅଞ୍ଚଳରୁ ହୋଇଥିବା ହାଇ-ପ୍ରୋଫାଇଲ୍ ଲୁଟ୍ ମାମଲରେ ଭୁବନେଶ୍ବର ପୋଲିସ ସ୍ପାଇଡର ସତୀଶକୁ ଗିରଫ କରିଥିଲା । ଆଉ ଏବେ ସତୀଶ ଠାରୁ ଆହୁରି ଦ୍ରୁତ ଲୁଟେରାକୁ ପୋଲିସ ଚିହ୍ନଟ କରିଛି । ଯାହା ନାଁରେ ସାରା ଦେଶରେ ରହିଛି ୧୯ ମାମଲା ।ଭୁବନେଶ୍ବର ମାମଲାକୁ ମିଶାଇ ୨୦ । ବୟସ ୨୯ ହେଲେ ରହିଛି ୨୦ ମାମଲା । ଭାରି ଚତୁର ଏବଂ ସ୍ମାର୍ଟ ଲୁଟେରା । […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୦/୮ : ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ଆସିଲା ବଡ଼ ଖବର । ଦୁଇ ବରିଷ୍ଠ ଆଇପିଏସ୍ ସଞ୍ଜୀବ ପଣ୍ଡା ଓ ଯଶବନ୍ତ ଜେଠଓ୍ୱାଙ୍କୁ ମିଳିଛି ପଦୋନ୍ନତି । ADGରୁ DG ପାହ୍ୟାକୁ ପଦୋନ୍ନତି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଅନୁମୋଦନ ମିଳିସାରିଛି ।ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ବଡ଼ ଖବର । ୨ IPSଙ୍କୁ DG ପାହ୍ୟକୁ ପଦୋନ୍ନତି । ଡିଜି ପାହ୍ୟାକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୦/୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ସରକାରଙ୍କ ୯ଟି ବିଭାଗରେ ନବ ନିଯୁକ୍ତ ୧୩୨୬ ଜଣ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି । ସୋମବାର ଭୁବନେଶ୍ୱର ରେଳ ଅଡିଟୋରିୟମରେ ଆୟୋଜିତ ୧୬ତମ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ନିଯୁକ୍ତ ପତ୍ର ପ୍ରଦାନ କରିଛନ୍ତି ।ଗୃହ ଓ ନଗର ଉନ୍ନୟନ ବିଭାଗର ୩୬୪ ଜଣ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୩୬୧ ଜଣ, ଶକ୍ତି ବିଭାଗରେ ୨୪୦ ଜଣ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୮/୮ : ସ୍ୱାଧୀନତା ଦିବସକୁ ନେଇ ଏବେଠୁ ଉତ୍ସବମୁଖର ହେବ ଓଡ଼ିଶା। ଦେଶପ୍ରେମ ଓ ଜାତୀୟତାର ଭାବନାକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଉଛନ୍ତି ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ। ଅଗଷ୍ଟ ୯ରୁ ୧୭ ତାରିଖ ଯାଏଁ ସାରା ରାଜ୍ୟରେ ଏହି ଅଭିଯାନ ଚାଲିବ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆୟୋଜିତ ଏହି ଅଭିଯାନ ଭୁବନେଶ୍ୱରରୁ ଆରମ୍ଭ ହୋଇ Continue Reading