ଭୁବନେଶ୍ୱର, ୨୪/୨ : ଆଜି ରାଜ୍ୟର ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ମୟୂରଭଞ୍ଜ , ବାଲେଶ୍ବର, କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ତେବେ ଆଜି ବର୍ଷା ଏବଂ କୋହଲା ପାଗ ଅନୁଭୂତ ହେବାକୁ ଥିବା ବେକେ କାଲିଠୁ ରାଜ୍ୟରେ ପାଗ ଶୁଖିଲା ରହିବ। ବର୍ତ୍ତମାନ ରାତି ତାପମାତ୍ରା ଅଧିକ ରହୁଥିବାବେଳେ ଏବେ ବିଶେଷ କିଛି ପରିବର୍ତ୍ତନ ସମ୍ଭାବନା […]Continue Reading
ଭୁବନେଶ୍ୱର,୨୩ /୨: ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହିପରିପ୍ରେକ୍ଷୀରେ ରବିବାର ମୁଖ୍ୟମନ୍ତ୍ରୀ ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରି ପରିବାର ସହିତ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି ଏବଂ ପୂଜାଚ୍ଚନା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କରିଛନ୍ତି।ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ ପରେ ଅନୁଷ୍ଠିତ ହେଉଛି। ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ Continue Reading
ଭୁବନେଶ୍ୱର,୨୩/୨: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ ୫ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡିବସିଥିଲା।Continue Reading
ଭୁବନେଶ୍ୱର, ୨୩/ ୨ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨ଦିନ ଯାଏ ବର୍ଷା। ଆଗାମୀ ୨୪ ଘଣ୍ଟାରେ ୭ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।ସେହିପରି ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିବ। ତେବେ ଆଜି ପାଣିପାଗ କେନ୍ଦ୍ର ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର […]Continue Reading
ଭୁବନେଶ୍ୱର,୨୨/୨ : KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି।ଆଲୋଚନା ବେଳେ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା। ସମ୍ମାନର ସହ ସେମାନେ ପଢ଼ିବେ । ରାଜ୍ୟ ସରକାର Continue Reading
ଭୁବନେଶ୍ୱର,୨୨/୨ : ପିସିସି ସଭାପତି ନିୁଯୁକ୍ତ ପରେ ରାଜ୍ୟରେ କଂଗ୍ରେସ ଆକ୍ସନ ମୋଡକୁ ଆସିଛି। କଂଗ୍ରେସ କ୍ୟାମ୍ପରେ ହଲଚଲ୍ ମିଶନ ଘର ସଜଡା।ପ୍ରଥମେ ଦଳରୁ ବହିଷ୍କୃତ ଏବଂ ଦଳ ଛାଡିଥିବା ନେତାଙ୍କୁ ଘରବାହୁଡ଼ା ପାଇଁ ଅନୁରୋଧ କରାଗଲା । ପରେ ଭୁବନେଶ୍ୱରୁ ପୁରୀ ଯାଏ ଆା ସଂକଳ୍ପ ପଦଯାତ୍ରା ବି ହେଲା ।ଆଉ ଏବେ ଦଳ ଏବଂ ବିଧାୟକଙ୍କ ମଧ୍ୟରେ ସମନ୍ବୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି ।ଶନିବାର ରାଜ୍ୟ କଂଗ୍ରେସ ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ […]Continue Reading
By Our Correspondent Bhubaneswar, Feb 21 : The 2nd National Thermal Spray Conference & Expo (NTSC 2025) a landmark event in the field of thermal spray technology and surface engineering was inaugurated today by Chief Guest, His Excellency Dr. Kambhampati Hari Babu, Hon’ble Governor of Odisha in the presence of Guests of Honour, Shri Krushna […]Continue Reading
ଭୁବନେଶ୍ୱର,୨୧/୨: ମହିଳାମାନଙ୍କୁ ଆହୁରି ସଶକ୍ତ କରିବାକୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । ଆସନ୍ତାକାଲିଠାରୁ ଏହି ମେଳା ଆରମ୍ଭ ହେବ । ୨୦୪୭ରେ ବିକଶିତ ଓଡ଼ିଶା ଓ ବିକାଶ ଭାରତ ପାଇଁ ମହିଳା ସଶକ୍ତିକରଣ ହେବ ମୂଳ ପିଣ୍ଡ । ତେଣୁ ସୁଭଦ୍ରା ଶକ୍ତି ମେଳାରେ ଶକ୍ତିର ପୁଞ୍ଜ ଦେଖିବାକୁ ମିଳିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତାକାଲିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ନଅ ଦିନ […]Continue Reading
ଭୁବନେଶ୍ୱର,୨୧/୨ : କାଲିଠୁ ପୁଣି ବଢ଼ିବ ବର୍ଷାର ପରିମାଣ। ତେବେ ଆସନ୍ତା ୨୫ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ତେଲଙ୍ଗାନା ପର୍ଯ୍ୟନ୍ତ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।ତେବେ ଆଜି ବାଲେଶ୍ବର Continue Reading
By Our Correspondent Bhubaneswar, Feb 20 : The All-Odisha Contractors ’ Welfare Association (AOCWA) and the All-Odisha Contractors Association (AOCA), in association with the Indian Red Cross Society, successfully organized a Blood Donation Camp at The Institution of Engineers, Unit 4, Bhubaneswar to commemorate the brave hearts of the Pulwama Martyrs’ Day. A Continue Reading




