ଭୁବନେଶ୍ୱର, ୨୮/୧୨: ଭୁବନେଶ୍ୱର ଜାଭିୟର ଛକରେ ରବିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍ ପଛକୁ ପଛ ପିକଅପ୍ ଭ୍ୟାନ ଏବଂ ଅଟୋକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରଙ୍କୁ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।ଅନ୍ୟପକ୍ଷେ ସିରିଜ ଦୁର୍ଘଟଣାକୁ ନେଇ ପୋଲିସ-ଜନସାଧାରଣଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। Continue Reading
ଭୁବନେଶ୍ୱର, ୨୮/୧୨: ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚକୁ ଏକ ବଡ଼ ସଫଳତା ମିଳିଛି । ୧ କୋଟି ୩୮ ଲକ୍ଷ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦୁଇ ଜଣ ମାଆ ପୁଅଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ।ସେମାନେ ହେଲେ ମାଆ ନିଲମ ଅଗ୍ରୱାଲ ଓ ପୁଅ ବଂଶ ଅଗ୍ରୱାଲ । ସେମାନଙ୍କୁ ଉତ୍ତର ପ୍ରଦେଶର ଗାଜିଆବାଦ ବିଜୟ ନଗର ଥାନା ଅଞ୍ଚଳରୁ ଗିରଫ କରାଯାଇଛି । ଗତକାଲି ଉଭୟଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡ଼ିଶା ଆଣାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ପ୍ରେସ୍ […]Continue Reading
ଭୁବନେଶ୍ୱର, ୨୮/୧୨: ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜ୍ୟ ସରକାର କ୍ଷତିପୂରଣ ପ୍ରଦାନ କରିବେ । ଧାନ ସହିତ ଅନ୍ୟାନ୍ୟ ଫସଲ ଯଥା ପାନବରଜ ଚାଷୀ, ପନିପରିବା ଚାଷୀଙ୍କୁ କ୍ଷତିପୂରଣ ମିଳିବ ।ଯେଉଁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି ସେମାନଙ୍କୁ ଯଥାଶୀଘ୍ର ଚିହ୍ନଟ କରିବା ସହ ଯେପରି ଜଣେ ବି ଚାଷୀ କ୍ଷତିପୂରଣ ପାଇବାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଆସନ୍ତା ୩୦ ତାରିଖ ସୁଦ୍ଧା Continue Reading
ଭୁବନେଶ୍ୱର,୨୭/୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା।ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। Continue Reading
ଭୁବନେଶ୍ୱର,୨୭/୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର।ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଦେଇଛନ୍ତି।ଅନ୍ୟପକ୍ଷରେ ଲଘୁଚାପ ଜନିତ ବର୍ଷାରେ ରାଜ୍ୟର ବିଭିନ୍ନ Continue Reading
ଭୁବନେଶ୍ୱର, ୨୬/୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗକୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ […]Continue Reading
ଓଡ଼ିଶା,୨୬/୧୨ : ଛାତ୍ର ସଂସଦ ନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଏଥର ରାଜ୍ୟରେ ହେବ ଛାତ୍ର ସଂସଦ ନିର୍ବାଚନ । ଆସନ୍ତା ଶିକ୍ଷା ବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ କରାଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । କଟକରେ ଆୟୋଜିତ ଏବିଭିପିର ୪୯ ତମ ରାଜ୍ୟ ଅଧିବେଶନରେ ଯୋଗ ଦେବା ଅବସରରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବିଭିପିର ସହଯୋଗରେ ଏହି ନୂଆ ସରକାର […]Continue Reading
ଓଡ଼ିଶା, ୨୬/୧୨ : ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି। ରାଜ୍ୟରେ ବର୍ଷା କମିଲେ କୁହୁଡି ଓ ଶୀତର ମାତ୍ରା ବଢିବାର ସମ୍ଭାବନା ମଧ୍ୟ ରହିଛି। ରାଜ୍ୟରେ ଅଦିନିଆ ବର୍ଷା ପ୍ରଭାବରେ ବହୁ କ୍ଷୟକ୍ଷତି ହୋଇସାରିଲାଣି।ଚାଷୀଙ୍କର ସୁନାର ଫସଲ ବର୍ଷାରେ ଧୋଇଯାଇଛି। ଆଜି ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ ବର୍ଷା କମିବା ଫଳରେ ଘନ କୁହୁଡି ପାଇଁ ୮ଟି […]Continue Reading
ଭୁବନେଶ୍ୱର, ୨୪/୧୨ : ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ ମଧ୍ୟ ଚିଟଫଣ୍ଡ ଠକେଇର ଶିକାର ହୋଇଛନ୍ତି । ଦୁଇ ଦୁଇ ଥର ଚିଟଫଣ୍ଡର ଶିକାର ହୋଇଥିଲେ । ଏ ନେଇ ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନିଜେ ସ୍ପଷ୍ଟ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୧୦ ମସିହା ବେଳକୁ ସମସ୍ତେ ଠକେଇର ଶୀକାର ହୋଇଛନ୍ତି । ସେ ମଧ୍ୟ ଠକେଇର ଶୀକାର ହୋଇଥିଲେ । ୧୯୯୦ ଓ ୨୦୦୨ରେ ଚିଟଫଣ୍ଡ ସଂସ୍ଥା ଦ୍ୱାରା ଠକେଇର ଶିକାର […]Continue Reading
ଭୁବନେଶ୍ୱର,୨୪/୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି।ବର୍ତ୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ ମଣ୍ଡି ମାନଙ୍କରେ ମଧ୍ୟ ସମାନ ଅବସ୍ଥା। ଏହାକୁ ଦୃଷ୍ଟିରେ ରଖି ଧାନର ମାନ କମ୍ ଥିଲେ ବି କିଣିବାକୁ ଘୋଷଣା କରିଛନ୍ତି ସରକାର।ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ଯେ, ”ବର୍ଷ କାରଣରୁ ‘ବର୍ଷା ପାଇଁ Continue Reading




