ଭୁବନେଶ୍ବର, ୭/୨: ଆସନ୍ତାକାଲି (୮ତାରିଖ) ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ।ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ହେଉଛି ବିକାଶର Continue Reading




