Home Posts tagged Bhubaneswar (Page 9)
Odisha News
ଭୁବନେଶ୍ୱର, ୧୩/୧: ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ତ୍ରୀଙ୍କ କହିବାନୁଯାୟୀ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି।ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି। ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି […]Continue Reading
Odisha News
ଭୁବନେଶ୍ୱର,୧୩/୧ : ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର‌୍ୟ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ଫଳରେ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ଦିନ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି।ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ Continue Reading
Top Stories
By Tapaswini Sahoo Bhubaneswar/Odisha, Jan 13 : The four-day 4th Odisha Mining & Infrastructure International Expo 2026, held from January 8 to 11, 2026 at Baramunda Ground, Bhubaneswar, concluded successfully today, reinforcing Odisha’s position as a key hub for mining, infrastructure, and industrial development. The grand event was organised by Futurex Trade Fair and Continue Reading
Odisha News
ଭୁବନେଶ୍ୱର,୧୨/୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଆଜି ରାଜ୍ୟ ସଡକ Continue Reading
Odisha News
ଭୁବନେଶ୍ୱର, ୧୨/୧ : ୧୪୭ରୁ ୨୦୦ ହୋଇପାରେ ଓଡ଼ିଶା ବିଧାନସଭାର ସିଟ୍ ସଂଖ୍ୟା। ନୂଆ ବିଧାନସଭା ଗୃହ ଭତ୍ତିପ୍ରସ୍ତର ସ୍ଥାପନ ଅବସରରେ ଏନେଇ ବଡ଼ ସଙ୍କେତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭାରେ ବର୍ତ୍ତମାନ ୧୪୭ ସିଟ୍ ରହିଛି, ଡିଲିମିଟେସନ୍‌ରେ ସିଟ୍ ବଢ଼ିପାରେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ତେବେ ନୂଆ ବିଧାନସଭାରେ ୨ ଶହ ପାଖାପାଖି ବିଧାୟକ ରହିପାରନ୍ତି। ପ୍ରାୟ ୫୦ ପାଖାପାଖି ସିଟ୍ ବଢ଼ିବାର ସମ୍ଭାବନା ରହିଛି। ‘ଆଗାମୀ ୫୦/୧୦୦ Continue Reading
Top Stories
 By Tapaswini Sahoo Bhubaneswar/  Odisha, Jan 10 :The third day of the 4th Odisha Mining and Infrastructure International Expo was successfully held today witnessing enthusiastic participation from industry leaders, policymakers, and stakeholders from across India and overseas. The four-day Expo is being organized from 8th to 11th January and is open daily from 11:00 Continue Reading
Odisha News
ଭୁବନେଶ୍ବର, ୧୦/୧: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ।ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।Continue Reading
Top Stories
-Odisha Girls Team emerges asRunner-up in the tournament By Subrat Sarangi Bhubaneswar, Jan. 9 : The athletes of the Odisha AM/NS India Kho Kho High Performance Centre (HPC) accomplished a remarkable feat at the 44th Junior National Kho Kho Championship 2025–26, held from December 31, 2025, to January 4, 2026, at the Atal Bihari Vajpayee […]Continue Reading
Odisha News
ଭୁବନେଶ୍ବର, ୮/୧: ଅନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର ସଙ୍ଘ। ଏ ନେଇ ସୂଚନା ଦେଇଛନ୍ତି OMSA ସଭାପତି ଡାକ୍ତର କିଶୋର ଚନ୍ଦ୍ର ମିଶ୍ର। ଆସନ୍ତାକାଲି ଶୁକ୍ରବାରଠାରୁ ସ୍ୱାସ୍ଥ୍ୟସେବା ସ୍ୱାଭାବିକ ହେବ ବୋଲି ସେ କହିଛନ୍ତି।ସୂଚନା ଅନୁଯାୟୀ, ଦୁଇ ଘଣ୍ଟା ଓପିଡି ବନ୍ଦ ନେଇ ଡାକ୍ତର ସଂଘର ନିଷ୍ପତ୍ତି ନେଇଥିଲା। ସକାଳ ୯ଟାରୁ ଦିନ୧୧ଟା ପର୍ଯ୍ୟନ୍ତ ସରକାରୀ ଡାକ୍ତରଖାନାଗୁଡ଼ିକରେ ଥିବା Continue Reading
Odisha News
ଭୁବନେଶ୍ବର,୮/୧: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସୁଭଦ୍ରା ଟଙ୍କା ପାଇବେ । ପୂର୍ବରୁ ବାଦ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ପୁଣିଥରେ ସାମିଲ କରାଯାଇଛି ।କହିରଖୁଛୁକି, ଗତ ନଭେମ୍ୱର ମାସରେ ଆରମ୍ଭ ହୋଇଥିଲା ଆବେଦନ ପ୍ରକ୍ରିୟା । ନୂଆ କରି ୧ ଲକ୍ଷ ୭୮ ହଜାର ୩୯୮ […]Continue Reading