ଭୁବନେଶ୍ୱର,୨୫/୧: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୋଲିସ ପାଇବେ ପଦକ। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। ସେହିପରି କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ରାଷ୍ଟ୍ରପତି ପୁରସ୍କାର ପାଇବେ।୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର। ସେବାରେ ପ୍ରଂଶସନୀୟ କାର୍ଯ୍ୟ ପାଇଁ ୧୧ ପୋଲିସଙ୍କୁ ପୁରସ୍କାର ମିଳିବ। ଅଗ୍ନିଶମ ସେବାରେ ଭମରବର ସେଠ୍ଙ୍କୁ ରାଷ୍ଟ୍ରପତି ପୁରସ୍କାର।ସେହିପରି ଅଗ୍ନିଶମ ସେବାରେ ପ୍ରଶଂସନୀୟ କାର୍ଯ୍ୟ Continue Reading
ଭୁବନେଶ୍ୱର,୨୩/୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି।ଗୁରୁବାର ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୪.୨ ଡିଗ୍ରୀ ଓ ଫୁଲବାଣୀରେ ରାଜ୍ୟର Continue Reading
ଭୁବନେଶ୍ୱର, ୨୩/୧: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାକୁ ନେଇ ପ୍ରତ୍ୟେକ ଦିନ ଆସୁଛି ରୋଚକ ତଥ୍ୟ । ପୂର୍ବରୁ ବିଜେଡ଼ି ସରକାର ଭୟର ମୁହଁ ଚୁପ କରିବା ବ୍ୟକ୍ତିମାନେ ଧିରେ ଧିରେ ଗଣମାଧ୍ୟମ ଆଗରେ ସବୁକିଛି ଓଗାଳି ଦେଉଛନ୍ତି ।ଏହା ପଛରେ ବଡ଼ ଷଡ଼ଯନ୍ତ୍ର ରହିଥିବା ନେତାଠୁ ଜନତା ସମସ୍ତେ କହୁଛନ୍ତି । ଏହି ଚର୍ଚ୍ଚିତ ହତ୍ୟା ମାମଲାରେ ଆଗାମୀ ତଦନ୍ତ ନେଇ ଖୁବ ଶୀଘ୍ର ନିଆଯିବ ବୋଲି କହିଛନ୍ତି ରାଜ୍ୟ ଆଇନ ମନ୍ତ୍ରୀ […]Continue Reading
ଭୁବନେଶ୍ୱର, ୨୨/୧ : ଗରିବଙ୍କ ରାସନକାର୍ଡକୁ କବଜା କରି ବସିଥିବା ବଡ଼ ବଡ଼ିଆ ସରକାରୀ ଅଧିକାରୀଙ୍କୁ ପୁଣି ଥରେ ଚେତାବନୀ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।ଅଯୋଗ୍ୟ ହିତାଧିକାରୀଙ୍କୁ ଆତ୍ମସମର୍ପଣ କରିବାକୁ ଆହ୍ୱାନ କରିଛନ୍ତି ମନ୍ତ୍ରୀ । ଯଦି ସରକାରଙ୍କୁ କାର୍ଡ ନ ଫେରାନ୍ତି ତାହା ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରୋକ୍ ଠୋକ୍ ଶୁଣାଇ ଦିଆଯାଇଛି ।ମନ୍ତ୍ରୀ କହିଛନ୍ତି ଯେ ସାରା ରାଜ୍ୟରେ ଲକ୍ଷ ଲକ୍ଷ Continue Reading
ଭୁବନେଶ୍ୱର,୨୨/୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି ।୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଯେଉଁଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲା ପାଠ ପଢି ପାରିବେ । ଆସନ୍ତା ୪ ବର୍ଷ ମଧ୍ୟରେ ଆଦର୍ଶ ବିଦ୍ୟାଳୟ କାମ ସରିବ । ହାଇସ୍କୁଲର ଫିଡର ସ୍କୁଲ ଭାବରେ ଏହା କାର୍ୟ୍ୟ […]Continue Reading
ଭୁବନେଶ୍ୱର,୨୧/୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ।ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ।ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପରେ ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ। ପୁନଃ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟ ଅଧିବେଶନ କାର୍ଯ୍ୟ ଚାଲିବ।Continue Reading
ଭୁବନେଶ୍ୱର, ୨୧/୧ : ବହୁ ବିଳମ୍ବରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ହଂସପାଳ ଫ୍ଲାଏ ଓଭରବ୍ରିଜ୍ । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଫିତା କାଟି ଶୁଭ ଉଦଘାଟନ କରିଛନ୍ତି ।୨୪ କୋଟି ବ୍ୟୟବରାଦରେ ହଂସପାଳ ଫ୍ଲାଏ ଓଭର ବ୍ରିଜ୍ ନିର୍ମାଣ ହୋଇଛି । ଏହା କଟକ ଏବଂ ଭୁବନେଶ୍ୱର ରାସ୍ତାକୁ ସଂଯୋଗ କରୁଛି । କଟକରୁ ଭୁବନେଶ୍ୱର ଆସୁଥିବା ଯାତ୍ରୀ ଗତ ବର୍ଷ ଏହି ବ୍ରିଜ ବ୍ୟବହାର କରିପାରୁଥିବାବେଳେ ଏଣିକି ଭୁବନେଶ୍ୱରରୁ କଟକକୁ ଯାଉଥିବା ଗାଡ଼ି […]Continue Reading
ଭୁବନେଶ୍ୱର, ୨୧/୧: ଆସନ୍ତା ଜାନୁଆରୀ ୨୬ରେ ପାଳିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ କେଉଁଠାରେ ପତାକା ଉତ୍ତୋଳନ କରିବେ ତାହାର ତାଲିକା ପ୍ରକାଶ ପାଇଛି ।ମୋହନ ଚରଣ ମାଝୀ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀଭାବରେ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ କଟକରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ କାର୍ୟ୍ୟକ୍ରମରେ ଧ୍ୱଜାବତରଣ କରିବେ ।ସେହିପରି Continue Reading
ଭୁବନେଶ୍ୱର, ୨୧/୧: ଜାତୀୟ ଶିକ୍ଷା ନୀତିରେ ଓଡ଼ିଶାରେ ଓଡ଼ିଆ ଭାଷାରେ ଶିକ୍ଷା ଦିଆଯିବା ଦରକାର । ଏଥିରେ ଓଡ଼ିଶାର ବୀର ଗାଥା, ଧର୍ମ ନିରପେକ୍ଷତା ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ହେବା ଦରକାର, ଓଡ଼ିଆଙ୍କ ବୌଦ୍ଧିକ କ୍ଷମତା, ପଠାଣି ସାମନ୍ତଙ୍କ ଗଣିତ ଶିକ୍ଷାର ଶିକ୍ଷା ଦାନ ହେବା ଦରକାର ।ତେଣୁ ଆଗାମୀ ଏପ୍ରିଲ ମାସରେ ଏକ ଭଲ ଦିନ ସ୍ଥିର କରି ଶିଶୁ ବାଟିକା ଆରମ୍ଭ କରିବାକୁ କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଜାତୀୟ Continue Reading
ଭୁବନେଶ୍ୱର,୨୧/୧: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି।ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ କରନ୍ତୁ, ଟଙ୍କା ଦେବୁ। ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊଦ୍ଧର୍ବ ମହିଳାଙ୍କୁ ମିଳିବ ଟଙ୍କା।ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ Continue Reading




