ଭୁବନେଶ୍ୱର,୨୫/୧୧ : ରିଲ୍ସ କରିବା ପଡ଼ିଲା ମହଙ୍ଗା। ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି। ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରୁଥିଲେ। ଗାଡ଼ି ଜବତ ସହ ଜାରିମାନା କଲା ଆରଟିଓ । ଜଣେ ଯୁବତୀ ବିନା ହେଲମେଟରେ ବେପରୁଆ ଭାବେ ଗାଡ଼ି ଚଳାଇବା ସହ ରିଲ୍ସ କରୁଥିବା ନେଇ ନାରାୟଣ ବିଶ୍ବାଳ ନାମକ ଜଣେ ବ୍ୟକ୍ତି ଟୁଇଟ୍ କରି ଆରଟିଓକୁ ଜଣାଇଥିଲେ ।ସେ ସ୍କୁଟି ନମ୍ବର ସହ ଯୁବତୀଙ୍କ ଫଟୋ ଶେୟାର କରି […]Continue Reading
ଭୁବନେଶ୍ବର, ୨୫/୧୧ : ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପକ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ Continue Reading
ଭୁବନେଶ୍ୱର,୨୪/୧୧: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା ବ୍ୟକ୍ତି ଉଭୟେ ଦୋଷୀ ସାବ୍ୟସ୍ତ ହେବେ।ଅନେକ କ୍ୱାର୍ଟର ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଆଉ କିଛି କ୍ୱାର୍ଟରକୁ କିଛି ଲୋକ ଅକ୍ତିଆର କରିବସିଛନ୍ତି। ଜିଏ ବିଭାଗ ଏନେଇ ଏକ ତାଲିକା ପ୍ରସ୍ତୁତ କରୁଛି, ଉଚ୍ଛେଦ କାର୍ୟ୍ୟ ଆରମ୍ଭ ହେଲାଣି। ପୁରୁଣା Continue Reading
ଭୁବନେଶ୍ବର, ୨୪/୧୧ : ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜାନୁଆରି ୩୧ ସୁଦ୍ଧା ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି କାମ ଶେଷ ହେବ। ତାପରେ ଅସ୍ଥାୟୀ ରତନଭଣ୍ଡାରୁ ଅଳଙ୍କାର ଅଣାଯାଇ ସୁରକ୍ଷିତ ପରିବେଶରେ ରଖାଯାଇ ଗଣତିମଣତି କରାଯିବ।ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଗରୁ କହିଥିଲେ, କାର୍ତ୍ତିକ ମାସରେ ଭକ୍ତଙ୍କ Continue Reading
ଓଡ଼ିଶା,୨୩/୧୧ : ଓଡ଼ିଶା ଶିଳ୍ପ ନୀତି-୨୦୧୫ରେ ଦୁଇଟି ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଏହାସହିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ଆଜି କ୍ୟାବିନେଟର ମଞ୍ଜୁରୀ ମିଳିଛି ।ରାଜ୍ୟ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ୨ଟି ପ୍ରସ୍ତାବକୁ Continue Reading
ଭୁବନେଶ୍ୱର,୨୨/୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି।ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଘଟଣା ରାଜଧାନୀରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।Continue Reading
By Our Correspondent Bhubaneswar, Nov 22 : CSIR-Human Resource Development Centre (HRDC), Ghaziabad (UP), the Training Unit of CSIR has been playing significant role by periodically reviewing, monitoring and evaluating the performance of the Initiative.In order to deliberate upon the various issues related to effective implementation of this Initiative, CSIR-HRDC is Continue Reading
By Our Correspondent Bhubaneswar, Nov 21 : Odisha’s largest expo of the plastic, printing, packaging, food processing and allied industriesProPack Odisha 2024 and Odisha Plast 2024kickstarts today at Janata Maidan, Bhubaneswar. This four-day mega event from 21st to 24th November 2024, jointly organized by the Odisha Assembly of Small & Medium Enterprises (OASME) and Continue Reading
ଭୁବନେଶ୍ୱର,୨୧/୧୧: ପୁଣି ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨୪ ତାରିଖରେ ୩ୟ ପର୍ଯ୍ୟାୟ ଟଙ୍କା ମିଳିବ । ଏଥର ୨୦ରୁ ୨୫ ଲକ୍ଷ ମହିଳା ଏହି ଟଙ୍କା ପାଇବେ ।ତେବେ ଏହି ପର୍ଯ୍ୟାୟରେ ରାଜ୍ୟର ଲକ୍ଷ ଲକ୍ଷ ଅଙ୍ଗନବାଡି କର୍ମୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କୁ […]Continue Reading
ଭୁବନେଶ୍ୱର,୨୦/୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଏବଂ ପତ୍ରବିନିମୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। । ୧୮ ତାରିଖରେ ବିଜ୍ଞାନ ବିଭାଗର ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ […]Continue Reading




