ଭୁବନେଶ୍ୱର,୫/୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜପତ୍ର ଅଡିଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପାଣି ପଞ୍ଚାୟତଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି Continue Reading




