ଭୁବନେଶ୍ୱର, ୨୩/୧୨ : ଅଦିନିଆ ବର୍ଷା ଯୋଗୁଁ ଧାନ ଅମଳ ସମୟରେ ଚାଷୀଙ୍କୁ ନାନା ପ୍ରକାରର ସମସ୍ୟା ସମ୍ମୁଖୀନ ହେବା ସହ କ୍ଷତି ସହିଛନ୍ତି ।ଲଘୁଚାପ ଜନିତ ବର୍ଷା ଯୋଗୁଁ ଧାନ କଟାଠୁ ନେଇ ଅମଳ ସବୁ ପ୍ରଭାବିତ ହୋଇଛି । ତେବେ ୩ ଦିନ ଭିତରେ ଅଦିନିକିଆ ବର୍ଷାର କ୍ଷୟକ୍ଷତି ଆକଳନ ସରିବ । ଏ ନେଇ ସୋମବାର ସୂଚନା ଦେଇଛନ୍ତି ରାଜସ୍ୱ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।ମନ୍ତ୍ରୀ କହିଛନ୍ତି, ତିନିରୁ ଚାରି […]Continue Reading
ଭୁବନେଶ୍ଵର, ୨୩/୧୨ : ରାଜଧାନୀ ଭୁବନେଶ୍ଵରର ମୈତ୍ରୀ ବିହାର ଥାନା ଅଞ୍ଚଳରୁ ଅପହୃତ ଯୁବତୀଙ୍କୁ ଉଦ୍ଧାର କରିଛି ପୋଲିସ ।ଦଯୁବତୀଙ୍କୁ ବରମୁଣ୍ଡା ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଉଦ୍ଧାର ଯୁବତୀଙ୍କୁ ଏବେ ମୈତ୍ରୀ ବିହାର ଥାନାରେ ପଚରାଉଚରା କରାଯାଉଛି ।ନିଳାଦ୍ରୀ ବିହାର ଅଞ୍ଚଳର ଆଶିଷ ସିଂହ ଗତକାଲି ବିଳମ୍ବିତ ରାତି ପ୍ରାୟ ୧.୩୦ ସମୟରେ ଲୁମ୍ବିନି ବିହାର ଅଞ୍ଚଳରେ ଏକ ଦୁଇ ଚକିଆ ଗାଡ଼ିରେ ଯାଉଥିଲେ Continue Reading
ଭୁବନେଶ୍ୱର, ୨୩/୧୨ : ଆସନ୍ତା ୨୪ ତାରିଖରୁ ପୁଣି ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଗତ ଦୁଇ ଦିନ ପୂର୍ବରୁ ବର୍ଷା ହୋଇଥିଲା । ଯାହା ଫଳରେ ଚାଷୀମାନଙ୍କର ଅମଳ ଫସଲ ନଷ୍ଟ ମଧ୍ୟ ହୋଇଥିଲା ।ଆସନ୍ତା ୨୪ରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, […]Continue Reading
ଭୁବନେଶ୍ୱର, ୨୩/୧୨ : ଦିନକୁ ଦିନ ଅସୁରକ୍ଷିତ ହୋଇପଡ଼ୁଛି ରାଜଧାନୀ ଭୁବନେଶ୍ୱର । ଦିନ କି ରାତିରେ ଘରୁ ବାହାରିବ ଅସମ୍ଭବ ହୋଇପଡ଼ୁଛି । ବିଭିନ୍ନ ସମୟରେ ହତ୍ୟା, ଆକ୍ରମଣ, ଛିନତାଇ ଭଳି ଖବର ସାମ୍ନାକୁ ଆସୁଛି । ଏହି କ୍ରମରେ ଏକ ଅପହରଣ ଖବର ଆସିଛି ।ଦୁଇ ଜଣ ଯୁବକ ଯୁବତୀ ରାତିରେ ଯାଉଥିବା ସମୟରେ ଆକ୍ରମଣ କରି ଯୁବତୀଙ୍କୁ ଅପହରଣ କରାଯାଇଥିବା ନେଇ ସୂଚନା ମିଳିଛି । ଯୁବତୀଙ୍କ ପୁରୁଷ ବନ୍ଧୁ ଆହତ ହୋଇଛନ୍ତି […]Continue Reading
ଭୁବନେଶ୍ୱର,୨୨/୧୨ : ଗୋଟିଏ ଲଘୁଚାପର ପ୍ରଭାବ ଏଯାଏଁ ସଂପୂର୍ଣ୍ଣ ସମାପ୍ତ ହୋଇନଥିବା ବେଳେ ଆସିଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଉ ଏକ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ତାରିଖରୁ ପୁଣି ହୋଇପାରେ ବର୍ଷା। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ ଯୋଗେ ଦେଇଛନ୍ତି ଏହି ସୂଚନା।ଶ୍ରୀ ଦାସ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ Continue Reading
ଭୁବନେଶ୍ୱର,୨୨/୧୨ : ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ତେବେ ତାଙ୍କର ମୃତ୍ୟୁ କେମିତି ହେଲା, ତାହା ସ୍ପଷ୍ଟ ହୋଇପାରିନାହିଁ।ମିଳିଥିବା ସୂଚନା ଅନୁଯାୟୀ, ବିଜୟ ମହାନ୍ତି ଭୁବନେଶ୍ୱରର ଏକ ଗେଷ୍ଟ ହାଉସ୍ରେ ଥିଲେ। କିନ୍ତୁ ସେଠାରେ ଅଚେତ ହୋଇଯାଇଥିଲେ। ଫଳରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି Continue Reading
ଭୁବନେଶ୍ୱର, ୨୧/୧୨ : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।ସେ ଦେଇଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ୟ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, Continue Reading
ଭୁବନେଶ୍ୱର, ୨୧/୧୨ : ଆସନ୍ତା ଜାନୁଆରୀ ମାସରେ ମିଳିପାରେ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୨୦ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ତେବେ ବଣ୍ଡା ଘାଟିରେ ୧୨ହଜାରରୁ ଅଧିକ ମହିଳା ସୁଭଦ୍ରା ପାଇଁ ଆବେଦନ କରିଛନ୍ତି ।୯ହଜାର ମହିଳା ପ୍ରଥମ କିସ୍ତି ପାଇଛନ୍ତି, ୩ହଜାର ମହିଳା ଏଯାଏଁ ପାଇ ନାହାଁନ୍ତି । ତେବେ ଯେଉଁ ପ୍ରତିବନ୍ଧ ଥିଲା ତାର ସମାଧାନ ହୋଇଥିବା Continue Reading
ଭୁବନେଶ୍ୱର, ୨୧/୧୨ : ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ । ଭୁବନେଶ୍ୱର ପାଇଁ ୨୧ ଡିସେମ୍ବର ୨୦୨୪, ଶନିବାରରେ ଦିନ ଛୋଟ ହେବ ରାତି ସମୟ ଲମ୍ବା ରହିବ । ଭୁବନେଶ୍ଵରରେ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ପର୍ଯ୍ୟନ୍ତ ସୂର୍ଯ୍ୟାଲୋକ ରହିବ ।ଆଉ ତା ପରେ ସୂର୍ଯ୍ୟ ଅସ୍ତ ହୋଇଯିବେ । ଆଉ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ରବିବ ବୋଲି ମହାକାଶ […]Continue Reading
By Our Correspondent Bhubaneswar, Dec 20 : The Odisha Assembly of Small and Medium Enterprises (OASME), in collaboration with the Ministry of Micro, Small and Medium Enterprises (MSME) and the National Institute for Micro, Small and Medium Enterprises (ni-msme), successfully commenced the International Conference on Growth and Optimism in MSME Business: A Global Context Continue Reading




