Home Posts tagged bhubanrswar
Odisha News
ଭୁବନେଶ୍ୱର, ୧୮/୪: ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା ଅଛି। ୨୧ ଏପ୍ରିଲ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ଏବଂ ବର୍ଷା ଜାରି ରହିବା ସମ୍ଭାବନା ଅଛି। ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯିବ।ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ସମେତ ପ୍ରାୟ ୧୫ଟି ଜିଲାରେ ୪୦ ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପ୍ରବଳ ବର୍ଷା ହେବ। ଆଇଏମଡି ଦ୍ୱାରା ମାଲକାନଗିରି ଏବଂ କୋରପୁଟରେ ୟେଲୋ ଆଲର୍ଟ ଜାରି […]Continue Reading