
ଭୁବନେଶ୍ୱର,୨୮/୩ : ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।ସୂଚନାଥାଉକି, ୧୯୮୯ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର ପ୍ରଦୀପ ଜେନା ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟ କରିଛନ୍ତି। ମୁଖ୍ୟ […]Continue Reading