Home Posts tagged BIJAPUR
Odisha News
ବିଜାପୁର, ୨୩/୩ : ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଗତ ୨୦ ତାରିଖରେ ବିଜାପୁର ପୁଲିସ ୨୬ ଜଣ ନକ୍ସଲଙ୍କୁ ମାରିବା ପରେ ସଂଗଠନରେ ହଡକମ୍ପ ମଚିଥିଲା। ନକ୍ସଲ ମୃତ୍ୟୁକୁ ଭୟ କରିବା ସହ ସଂଗଠନ ଛାଡିବା ପାଇଁ ଆଗେଇ ଆସିଥିଲେ।ନକ୍ସଲ ସଂଗଠନରେ ନର‌୍ୟାତନା ଏବଂ ପୁଲିସର ଘନ ଘନ ଚଢାଉରେ ନକ୍ସଲଙ୍କର ମୃତ୍ୟୁ ଅନ୍ୟ ନକ୍ସଲମାନଙ୍କୁ ଭୟଭିତ କରାଇଛି। ଆନ୍ଧ୍ର ଓଡିଶା ବଡର ଡିଭିଜନ ଏବଂ […]Continue Reading