Home Posts tagged BIRD FLU JUMP TO HUMAN VIDY
Odisha News
ପିପିଲି,୨୮/ ୮ : କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ଼ ରିସେପ୍ସନ ଟିମର ଜଣେ ବ୍ୟକ୍ତି ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ ଦେଖାଯାଇଥିଲା।ସମ୍ପୃକ୍ତ ବ୍ୟକ୍ତିଙ୍କ ନମୁନା ରକ୍ତ ନମୁନା ପରୀକ୍ଷା ପାଇଁ ଭୋପାଳର (ଘଓଐଝଇଊ)କୁ ପଠାଇଛନ୍ତି ମଙ୍ଗଳପୁର ମେଡିକାଲ କର୍ତ୍ତୃପକ୍ଷ। ଏନେଇ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ Continue Reading
Seo wordpress plugin by www.seowizard.org.