Home Posts tagged biswakarma puja
Odisha News
ଭୁବନେଶ୍ୱର, ୧୬/୯ : ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ପୁରାଣ ଓ ଶାସ୍ତ୍ର ଅନୁସାରେ ବିଶ୍ୱକର୍ମା ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟମଣ୍ଡଳରେ ଆବିର୍ଭୂତ ହୋଇଥିଲେ ।ସେଥିପାଇଁ ଆଜିର ଦିନରେ ବିଶ୍ୱକର୍ମାଙ୍କ ଚତୁର୍ଭୁଜ ମୂର୍ତ୍ତିକୁ ଆବାହନ କରାଯାଏ । ବିଶେଷ କରି ବିଭିନ୍ନ ଶିଳ୍ପ ଅନୁଷ୍ଠାନରେ ତାଙ୍କର ପୂଜାର୍ଚ୍ଚନା ବେଶ ଧୁମଧାମରେ କରାଯାଇଥାଏ ।ସାରା ରାଜ୍ୟ ବିଶ୍ୱକର୍ମାଙ୍କ ପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି । ବନ୍ଦର ନଗରୀ Continue Reading
Seo wordpress plugin by www.seowizard.org.