Home Posts tagged bjd annonces more 9 candidate
Odisha News
ଭୁବନେଶ୍ବର, ୫/୪: ବିଜେଡି ଆଜି ନିଜର ତୃତୀୟ ପର୍ଯ୍ୟାୟ ବିଧାୟକ ପ୍ରାର୍ଥୀ ତାଲିକାରେ ମୋଟ ୯ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।ଏଥିରେ ଦଳ ୩ ଜଣ ବିଧାୟକଙ୍କୁ ରିପିଟ୍ କରିଥିବା ବେଳେ ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଛି । ଆଜିର ପ୍ରାର୍ଥୀଙ୍କୁ ମିଶାଇଲେ ଦଳ ଏପର୍ଯ୍ୟନ୍ତ ମୋଟ ୧୦୮ଟି ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି ।ଯେଉଁ ବିଧାୟକମାନଙ୍କୁ ଦଳ ରିପିଟ୍ କରିଛି ସେମାନେ ହେଲେ ସାଲେପୁରରୁ ପ୍ରଶାନ୍ତ ବେହେରା,ରାଉରକେଲାରୁ ସାରଦା ପ୍ରସାଦ ନାୟକ ଓ Continue Reading
Seo wordpress plugin by www.seowizard.org.