
ଭୁବନେଶ୍ୱର,୨୨/୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି।କାକଟପୁରରୁ ତୁଷାରକାନ୍ତି ବେହେରାଙ୍କ ଉପରେ ପଣି ବିଜେଡି ଆସ୍ଥାପ୍ରକଟ କରିଥିବାବେଳେ ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, ବାଙ୍ଗିରିପୋଷିରୁ ରଂଜିତା ମାର୍ଣ୍ଡିି, Continue Reading