Home Posts tagged bjd leader debasish nayak quit bjd party
Odisha News
ଭୁବନେଶ୍ୱର,୨୫/୨: ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି।ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ୪ଥର କାର‌୍ୟ୍ୟ କରିଛନ୍ତି ଦେବାଶିଷ। ସେ ୨୦୦୦ ଓ ୨୦୦୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୩ତମ Continue Reading
Seo wordpress plugin by www.seowizard.org.