ଭୁବନେଶ୍ୱର,୨୬/୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି କିନ୍ତୁ ପାଣ୍ଡିଆନ ଦମ୍ପତିଙ୍କୁ ପ୍ରଶଂସା କରିଛନ୍ତି।ବବି ଦାସ, ଦେବୀ ପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ, ପ୍ରତାପ ଜେନା ଓ ସଞ୍ଜୟ ଦାଶବର୍ମାଙ୍କ ନାଁ ନେଇ ବର୍ଷିଛନ୍ତି ପ୍ରଭାତ। ସେ କହିଛନ୍ତି, ଏମାନେ ଅଯଥା ଦଳୀୟ କାର୍ୟ୍ୟକ୍ରମରେ ହସ୍ତକ୍ଷେପ ନ କରନ୍ତୁ। ହାରି ଯାଇଥିବା ବିଜେଡି Continue Reading




