
ବାଲେଶ୍ୱର,୧୪/୩ : ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗାନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ଲିଃ ରେ ବହୁ କୋଟି ଟଙ୍କାର ଦୁର୍ନୀତି ମାମଲାରେ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ ଗୁରୁବାର କ୍ରାଇମ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଥିଲା। ଶୁକ୍ରବାର ବାଲେଶ୍ୱର ଓପିଆଇଡି କୋର୍ଟରେ ଗିରଫ ରାଜା ଚକ୍ରଙ୍କୁ ଇଓଡବ୍ଲ୍ୟୁ ତରଫରୁ ହାଜର Continue Reading