Home Posts tagged bjd leader vk pandiyan quits politics
Odisha News
ଭୁବନେଶ୍ବର,୯/୬: କିଛି ମାସ ପୂର୍ବରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିବା ଭୈରବ କାର୍ତ୍ତିକ ପାଣ୍ଡିଆନ୍ ଆଜି ରାଜନୀତି ଛାଡ଼ିଛନ୍ତି। ସେ ରାଜନୀତିରୁ ସନ୍ୟାସ ନେଇଥିବା ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ପରାଜୟ ପାଇଁ ସେ କ୍ଷମା ମାଗିଛନ୍ତି। ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ଦୁଃଖ ପ୍ରକାଶ କରୁଛି। ବିଜୁ ପରିବାର ଓ କର୍ମୀମାନଙ୍କୁ Continue Reading
Seo wordpress plugin by www.seowizard.org.