Home Posts tagged BJD MP MAMATA MAHANT RESIGNSIN FROM THE RAJYASABHA
Odisha News
ଭୁବନେଶ୍ୱର,୩୧/୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ।କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର‌୍ୟ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି। ଏଥିସହ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳରୁ ଇସ୍ତଫା ଦେଇଥିବା ନେଇ Continue Reading
Seo wordpress plugin by www.seowizard.org.