Home Posts tagged bjd party (Page 2)
Odisha News
ଭୁବନେଶ୍ୱର, ୮/୯ : ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ । ଏହା ପୂର୍ବରୁ ଓଡିଶା ରାଜନୀତି ପାଇଁ ଆସିଛି ବଡ ଖବର । ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ହୋଇଛି ।ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରୁ ବିରତ ରହିବ ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେଡି । ଏ ନେଇ ଦଳୀୟ ସାଂସଦଙ୍କ ସୂତ୍ରରୁ ସୂଚନା ମିଳିଛି । ଏହି ଖବର ଏମିତି ସମୟରେ ଆସିଛି ଯେତେବେଳେ ନବୀନ ପଟ୍ଟନାୟକ ଦିଲ୍ଲୀରେ ଅଛନ୍ତି ।ବିଜେଡି କାହାକୁ ସମର୍ଥନ ଦେବ […]Continue Reading
Odisha News
ଭୁବନେଶ୍ୱର, ୨୭/୭: ଶେଷରେ ବିଜୁ ଜନତା ଦଳ(ବିଜେଡି)ର କର୍ପୋରେଟର ଅମରେଶ ଜେନାଙ୍କୁ ଗିରଫ କରିଛି ପୋଲିସ । ବାଲେଶ୍ୱର ନୀଳଗିରିରୁ କମିଶନରେଟ୍ ପୋଲିସ ରବିବାର ଗିରଫ କରିଛି । ଗିରଫ ପରେ ଅମରେଶ ଜେନାଙ୍କୁ ବିଜେଡିରୁ ସସପେଣ୍ଡ କରାଯାଇଛି । ଦଳର ସଭ ।ପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏ ନେଇ ନୋଟିସ୍ ବି ଜାରି କରାଯାଇଛି ।ସୂଚନା ଅନୁଯାୟୀ, ଯୁବତୀଙ୍କ ଅଭିଯୋଗ ଆଧାରରେ ଅମରେଶ ଜେନା ଗିରଫ […]Continue Reading
Odisha News
ଭୁବନେଶ୍ବର, ୫/୫: ଆଉ ୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା। ସେହିପରି ଆଶିଷ ଚକ୍ରବର୍ତ୍ତୀ କେନ୍ଦୁଝର, ସରୋଜ ମେହେର ବଲାଙ୍ଗୀର, ରୋହିତ ପୂଜାରୀ ସମ୍ବଲପୁର ଓ ଦେବାଶିଷ ମାରାଣ୍ଡି ମୟୂରଭଞ୍ଜ-୨ ସାଂଗଠନିକ ଜିଲ୍ଲାର ସଭାପତି ହୋଇଛନ୍ତି।୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର Continue Reading
Odisha News
ଭୁବନେଶ୍ବର, ୧୭/୪ : ଶଙ୍ଖ ଭବନରେ ବିଜେଡ଼ି ସଭାପତି ପଦ ପାଇଁ ଗୁରୁବାର ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନିର୍ବାଚନ ଅଧିକାରୀଙ୍କ ନିକଟରେ ନବମ ଥର ପାଇଁ ଦଳୀୟ ସଭାପତି ପାଇଁ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୯ ତାରିଖ ଶନିବାର ବିଧିବଦ୍ଧ ଭାବେ ଦଳୀୟ ସଭାପତିଙ୍କ ନାମ ଘୋଷଣା ହେବ।ଏହି ଅବସରରେ ନବୀନ କହିଛନ୍ତି, ଆଜି ମହାନ ଜନନାୟକ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ। ମୋର ତାଙ୍କୁ ଶ୍ରଦ୍ଧାଞ୍ଜଳି। ଓଡ଼ିଶାକୁ ଏକ […]Continue Reading
Odisha News
ଭୁବନେଶ୍ୱର,୧୬/୪: କାଲି ନାମାଙ୍କନ ଭରିବେ ନବୀନ। ମଜବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।ଅନ୍ୟପକ୍ଷେ,ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ Continue Reading
Odisha News
ଭୁବନେଶ୍ବର, ୧୩/୪ : ବିଜୁ ଜନତା ଦଳ (ବିଜେଡି)ର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ବିଜେଡି ଜିଲ୍ଲା ସଭାପତି ନିର୍ବାଚିତ ହୋଇଛନ୍ତି। ଏନେଇ ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି।ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ଏହି ସବୁ ଜିଲ୍ଲାରେ ବିଜେଡି Continue Reading
Odisha News
ଭୁବନେଶ୍ୱର, ୨୬/୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗକୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ […]Continue Reading
Odisha News
ଭୁବନେଶ୍ୱର,୩/୧୧: ବିଜେଡି ଖୁବ୍‌ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର।ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ ଚେଇଁକି ସ୍ବପ୍ନ ଦେଖୁଛନ୍ତି। ଖୁବ୍‌ଶୀଘ୍ର କ’ଣ ଆଗାମୀ ଦଶନ୍ଧି ଯାଏ ବି ବିଜେଡି କ୍ଷମତାକୁ ଆସିପାରିବ ନାହିଁ। ଦୁଇ ନେତାଙ୍କ ଏପରି କଥାରେ କଥାରେ ଆକ୍ରମଣ ପ୍ରତି ଆକ୍ରମଣ ରାଜନୈତିକ ମହଲରେ ହଲଚଲ୍ ସୃଷ୍ଟି Continue Reading
Odisha News
ଭୁବନେଶ୍ୱର,୧୮/୧୦: ବିଜେଡିର ଆୟୁଷ ବହୁତ କମ୍‌। ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ। ଖୁବ୍ ଶୀଘ୍ର ସେହି ଅବସ୍ଥା ହେଖିବାକୁ ମିଳିବ। କାରଣ ବିଜେଡି ପାଖରେ ଆଉ ନେତୃତ୍ୱ ନାହିଁ। ସମସ୍ତଙ୍କୁ ଚାକର ଭଳିଆ କରି ରଖୁଥିଲେ।ଯେଉଁ ନେତାମାନେ ଥିଲେ, ସେମାନେ ଦରି ପକାଇବା, ଟେଣ୍ଟ କରିବା, ଗାତ ଖୋଳିବା କାମ କରୁଥିଲେ। ସେମାନେ ଏବେ ପ୍ରତିଶୋଧ ପରାୟଣା ହୋଇ ରହିଛନ୍ତି ବୋଲି ଶ୍ରୀ ମିଶ୍ର କହିଛନ୍ତି।ସେ ଆହୁରି କହିଛନ୍ତି, ଧୀରେ ଧୀରେ ବିଜେଡିର ଆହୁରି ଗୁମର ଖୋଲିବ। Continue Reading