Home Posts tagged BJD SPEAKER CANDIDATE IN ODISHA
Odisha News
ଭୁବନେଶ୍ୱର,୨୦/୯: ଯାଜପୁର ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି ଜ୍ଝ ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ବାଚସ୍ପତି ନିର୍ବାଚନ ହେବ ।୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ Continue Reading
Seo wordpress plugin by www.seowizard.org.