
ଭୁବନେଶ୍ୱର,୧୩/୬: ରାଜ୍ୟରେ କ୍ଷମତାକୁ ଆସିବା ପରେ ୫ଟି ଓ ମୋ ସରକାର ବନ୍ଦ କରିଛନ୍ତି ଭାଜପା ସରକାର। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ କୁହାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସଚିବଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।ଓଡ଼ିଶାରେ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରେ ବୃତ୍ତିଗତ ଓ ବ୍ୟାବହାରିକ ପରିବର୍ତନ ପାଇଁ ନବୀନ ସରକାର ଆରମ୍ଭ କରିଥିଲେ ‘ମୋ ସରକାର’।୫-ଟି ଭଳି ‘ମୋ ସରକାର’ Continue Reading